Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ମାମଲା : ବିନୟର ରାଜକ୍ଷମା ଖାରଜ, ରାଜକ୍ଷମା ଆବେଦନ କଲା ଅକ୍ଷୟ
ଆଜିର ଖବର

ନିର୍ଭୟା ମାମଲା : ବିନୟର ରାଜକ୍ଷମା ଖାରଜ, ରାଜକ୍ଷମା ଆବେଦନ କଲା ଅକ୍ଷୟ

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ବିନୟ ଶର୍ମାର ରାଜକ୍ଷମା ଖାରଜ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀର ପଟିଆଲା କୋର୍ଟ ଚାରି ଅଭିଯୁକ୍ତଙ୍କୁ ଫେବୃଆରୀ 1 ତାରିଖରେ ଫାଶୀ ଦିଆଯିବା ନେଇ ଡେଥ୍‌ ଓ୍ବାରେଣ୍ଟ ଜାରି କରିଥିଲେ । କିନ୍ତୁ ବିନୟ ଦୟା ଯାଚିକା ଆବେଦନ କରିଥିବାରୁ ଫାଶୀ ଦଣ୍ଡାଦେଶକୁ ଘୁଞ୍ଚାଯାଇଛି । ଅପରପକ୍ଷେ ଆଜି ଏହି ମାମଲାର ଅନ୍ୟତମ ଦୋଷୀ ମୁକେଶ ଅକ୍ଷୟ ଠାକୁର୍‌ ମଧ୍ୟ ରାଜକ୍ଷମା ଆବେଦନ କରିଛନ୍ତି । ଗତ ସାତ ବର୍ଷ ଧରି ନ୍ୟାୟ ପାଇବା ପାଇଁ ପୀଡ଼ିତାଙ୍କ ପରିବାର ଲଢେଇ କରୁଥିବାବେଳେ ଦୋଷୀମାନେ ସବୁବେଳେ କିଛି ନା କିଛି ଚାଲ ପକାଇ ଫାଶୀ ତାରିଖକୁ ଘୁଞ୍ଚାଇ ଚାଲିଛନ୍ତି । ତେବେ ନିର୍ଭୟା ଦୋଷୀଙ୍କୁ କେବେ ଦଣ୍ଡ ମିଳିବ, ତାହା ଏବେ ଚର୍ଚ୍ଚାର ବିଷୟ । (ଏଜେନ୍ସି)

nirbhaya case
Share. Facebook Twitter LinkedIn Email WhatsApp Copy Link

Related Posts

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Latest News

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.