Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ମହିଳାଙ୍କୁ 4 ଓ୍ବିକେଟରେ ପରାସ୍ତ କଲା ଅଷ୍ଟ୍ରେଲିଆ
ଆଜିର ଖବର

ଭାରତୀୟ ମହିଳାଙ୍କୁ 4 ଓ୍ବିକେଟରେ ପରାସ୍ତ କଲା ଅଷ୍ଟ୍ରେଲିଆ

February 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାନ୍‌ବେରା : ଭାରତୀୟ ମହିଳା କ୍ରିକେଟ ଦଳ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । ଭାରତ ପ୍ରଥମେ ବ୍ୟାଟିଂ କରି ମାତ୍ର 103 ରନ୍‌ କରିଥିବା ବେଳେ ଅଷ୍ଟ୍ରେଲିଆ 7ଟି ବଲ୍‌ ପୂର୍ବରୁ 6 ଓ୍ବିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଥିଲା । 49 ରନ୍‌ ଏବଂ 4 ଓ୍ବିକେଟ ପାଇଁ ଏଲିସ୍‌ ପେରୀଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା । ଭାରତ ପକ୍ଷରୁ ସ୍ମୃତି ମନ୍ଧାନା ସର୍ବାଧିକ 35 ରନ୍‌ ସଂଗ୍ରହ କରିଥିବା ବେଳେ ହରମନ୍‌ପ୍ରୀତ୍‌ କୌର୍‌ 28 ରନ୍‌ ସଂଗ୍ରହ କରିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ଏଲିସ୍‌ ପେରୀ 13 ରନ୍‌ରେ 4ଟି ଏବଂ ଟାଲ୍ୟା ଭାଲେମିଙ୍କ 13 ରନ୍‌ରେ 3ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଜବାବରେ ଅଷ୍ଟ୍ରେଲିଆ ଏଲିସ୍‌ ପେରୀଙ୍କ 49 ଏବଂ ଆସ୍‌ଲେଘ୍‌ ଗାର୍ଡନରଙ୍କ 22 ରନ୍‌ ବଳରେ 6 ଓ୍ବିକେଟ ହରାଇ ବିଜୟ ହାସଲ କରିଥିଲେ । ଏଲିସ୍‌ ପେରୀଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା । (ଏଜେନ୍ସି)

Australia elysseperry indiawomens
Share. Facebook Twitter LinkedIn Email WhatsApp Copy Link

Related Posts

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପା ଦର

May 7, 2026

ଟର୍ବୁଲାନ୍ସ ଯୋଗୁଁ ବିମାନରେ ଆତଙ୍କ: ସୁରକ୍ଷିତ ଅବତରଣ କଲେ କ୍ୟାପ୍ଟେନ୍ ରାଜୀବ ପ୍ରତାପ ରୁଡି

May 7, 2026

ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

May 7, 2026
Latest News

ବିହାରରେ ସମ୍ରାଟଙ୍କ କ୍ୟାବିନେଟ୍ ବିସ୍ତାର: ମନ୍ତ୍ରୀ ହେଲେ ନୀତିଶଙ୍କ ପୁଅ

May 7, 2026

ଶତକ ହାସଲ କରି ଇତିହାସ ରଚିଲେ କୁପର୍ କନୋଲି: ଭାଙ୍ଗିଲେ ଡି କକ୍‌ଙ୍କ ୧୦ ବର୍ଷର ପୁରୁଣା ରେକର୍ଡ  

May 7, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପା ଦର

May 7, 2026

ଟର୍ବୁଲାନ୍ସ ଯୋଗୁଁ ବିମାନରେ ଆତଙ୍କ: ସୁରକ୍ଷିତ ଅବତରଣ କଲେ କ୍ୟାପ୍ଟେନ୍ ରାଜୀବ ପ୍ରତାପ ରୁଡି

May 7, 2026

ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.