Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଣ୍ଟାମାଳ ଓ ବୌଦ୍ଧ ଗସ୍ତ :  ୯୭୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ
ଆଜିର ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଣ୍ଟାମାଳ ଓ ବୌଦ୍ଧ ଗସ୍ତ :  ୯୭୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ

February 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ବୌଦ୍ଧ ନିର୍ବାଚନ ମଣ୍ଡଳୀ ଓ କଣ୍ଟାମାଳ ଗସ୍ତ କରି ୯୭୦ କୋଟି ଟଙ୍କା ମୂଲ୍ୟର ୧୩୦ଟି ବିଭିନ୍ନ ଜନମଙ୍ଗଳକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ୫୦୨ କୋଟି ଟଙ୍କାର ପ୍ରକଳ୍ପ ବୌଦ୍ଧ ନିର୍ବଚନ ପାଇଁ  ଓ କଣ୍ଟାମାଳରେ ୧୧୬ କୋଟି ଟଙ୍କାର ୫୪ଟି ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ୪ଟି ହାଇଭୋଲ୍‌ଟେଜ୍‌ ସେତୁ, ୬ଟି ସଡ଼କ ପ୍ରକଳ୍ପ ଏଥିରେ ଅନ୍ତର୍ଭୁକ୍ତ। ଏହାଛଡ଼ା ସେଠାରେ ୩୧୦ କୋଟି ୫୯ ଲକ୍ଷ ଟଙ୍କା ମୂଲ୍ୟର ୧୦ଟି ଭିନ୍ନ ଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, କାଳିଆ ଯୋଜନାରେ ରାଜ୍ୟର ସମସ୍ତ ଚାଷୀ, ଭୂମିହୀନ, ଛୋଟ ଚାଷୀ ସମସ୍ତଙ୍କୁ ରାଜ୍ୟ ସରକାର ସହାୟତା ଯୋଗାଇ ଦେଇଛନ୍ତି। କାଳିଆ ଯୋଜନାରେ କେହି ଜଣେ ହେଲେ ବି ହିତାଧିକାରୀ ଯେପରି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ ସେଥିପାଇଁ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ଉପରେ ୧୨ ଲକ୍ଷ କୋଟିର ଦୁର୍ନୀତିର ଅଭିଯୋଗ ଆଣିଲେ କେନ୍ଦ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ 

January 17, 2026

ବାଜିରେ ଟିମ୍ ଇଣ୍ଡିଆର ଅତୁଟ ରେକର୍ଡ: ଭାରତରେ ପ୍ରଥମ ଥର ପାଇଁ ଦିନିକିଆ ସିରିଜ ଜିତିବ କି ନ୍ୟୁଜିଲ୍ୟାଣ୍ଡ?

January 17, 2026

‘ବିଏଲଓ ଙ୍କର ଆତ୍ମହତ୍ୟା ନୁହେଁ, ହତ୍ୟା’: ଟିଏମସି ଉପରେ ଗୁରୁତର ଅଭିଯୋଗ ଆଣିଲେ ପୁରୀ ସାଂସଦ

January 17, 2026

ଛୁରା ମାଡ଼ରେ ଯୁବକ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

January 17, 2026
Latest News

କଂଗ୍ରେସ ଉପରେ ୧୨ ଲକ୍ଷ କୋଟିର ଦୁର୍ନୀତିର ଅଭିଯୋଗ ଆଣିଲେ କେନ୍ଦ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ 

January 17, 2026

ବାଜିରେ ଟିମ୍ ଇଣ୍ଡିଆର ଅତୁଟ ରେକର୍ଡ: ଭାରତରେ ପ୍ରଥମ ଥର ପାଇଁ ଦିନିକିଆ ସିରିଜ ଜିତିବ କି ନ୍ୟୁଜିଲ୍ୟାଣ୍ଡ?

January 17, 2026

‘ବିଏଲଓ ଙ୍କର ଆତ୍ମହତ୍ୟା ନୁହେଁ, ହତ୍ୟା’: ଟିଏମସି ଉପରେ ଗୁରୁତର ଅଭିଯୋଗ ଆଣିଲେ ପୁରୀ ସାଂସଦ

January 17, 2026

“ଅତି କମରେ ୧ କୋଟି ଜୀବନ ବଞ୍ଚିଛି”: ପୁଣି ଥରେ ଭାରତ-ପାକିସ୍ତାନ ଯୁଦ୍ଧବିରତିର ଶ୍ରେୟ ନେଲେ ଟ୍ରମ୍ପ

January 17, 2026

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ସମାଦବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବ, କିଛି ଅଛି କି ?

January 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.