Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଫିସେରୀ ଡିଏଫ୍‌ଓ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ : କାଲିଠାରୁ ହେବ ସମସ୍ତ ଡଙ୍ଗାର କାଗଜପତ୍ର ଯାଞ୍ଚ
ଆଜିର ଖବର

ବାଲୁଗାଁ ଫିସେରୀ ଡିଏଫ୍‌ଓ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ : କାଲିଠାରୁ ହେବ ସମସ୍ତ ଡଙ୍ଗାର କାଗଜପତ୍ର ଯାଞ୍ଚ

February 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ : ଗତକାଲି ଚିଲିକାରେ ଡଙ୍ଗା ବୁଡି ପରେ ପ୍ରଶାସନ ଚେତିଛି । ଆଜି ବାଲୁଗାଁ ଫିସେରୀ ଡିଏଫ୍‌ଓ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ତହସିଲଦାର, ଡିଏଫ୍‌ଓ, ଆଇଡବ୍ଲ୍ୟଡି ଇଞ୍ଜିନିୟର ଓ ସିଡିଏ ପ୍ରମୁଖ ଉପସ୍ଥିତ ରହିଛନ୍ତି । ଆସନ୍ତା କାଲିଠାରୁ ସମସ୍ତ ଡଙ୍ଗାର କାଗଜପତ୍ର ଯାଞ୍ଚ କରିବାକୁ ନିଷତ୍ତି ନିଆଯାଇଛି । ତେବେ କାଲି ଡଙ୍ଗା ନେଇ ଯାଇଥିବା ତିନି ଡଙ୍ଗା ମାଲିକଙ୍କ ନାଁରେ ଏତଲା ଦିଆଯାଇଛି । ଗତକାଲି ଚିଲିକାଠାରେ ବୁଡି ଯାଇଥିବା ଡଙ୍ଗାରେ ଅଧିକ ସଂଖ୍ୟକ ଯାତ୍ରୀ ରହିବା କାରଣରୁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡିପଡିଥିଲା ।

ଚିଲିକା ଡଙ୍ଗାବୁଡି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.