Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ-ପାରାଦୀପ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ, ୩ ଗୁରୁତର
ଆଜିର ଖବର

କଟକ-ପାରାଦୀପ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ, ୩ ଗୁରୁତର

February 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ: କଟକ-ପାରାଦୀପ ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାଜପଥର ଲୋକନାଥ ଗଡ଼ାରେ ଘଟିଥିବା ଏହି ଦୁର୍ଘଟଣାରେ ଏକ ଟ୍ରକ୍‌ ଏବଂ କାର୍‌ ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କର ପ୍ରାଣହାନି ଘଟିବା ସହିତ ତିନି ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି କଟକ ନୂଆ ବଜାର ସାରଦା ପ୍ରସାଦ ସ୍ବାଇଁ। ମୃତକ ଜଣକ ମଙ୍ଗଳବାର ରାତିରେ କଟକକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ କାର୍‌କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଶାରଦାଙ୍କର ମୃତ୍ୟୁ ଘଟିଥିବା ବେଳେ ଶିବ ପ୍ରସାଦ ସ୍ବାଇଁ ,ବିଜୟ କୁମାର ସାହୁ ଏବଂ ଦୀପକ ଜେନା ଗୁରୁତର ହୋଇଛନ୍ତି। ଆହତ ମାନଙ୍କୁ କଟକର ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଗ୍ରସ୍ତ ଗାଡି ନମ୍ବର ହେଉଛି ଓଡି ୦୨, ଇ୫୮୫୮।

 

3died accident
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025

‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ

December 16, 2025
Latest News

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025

‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ

December 16, 2025

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ବିଜେପିର ପ୍ରତିନିଧି ଦଳ

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.