Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋବ୍ରାର ସୁଟିଂ ଆରମ୍ଭ କଲେ ବିକ୍ରମ-ଶ୍ରୀନିଧି
ଆଜିର ଖବର

କୋବ୍ରାର ସୁଟିଂ ଆରମ୍ଭ କଲେ ବିକ୍ରମ-ଶ୍ରୀନିଧି

February 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ : ଲୋକପ୍ରିୟ ତାମିଲ ଅଭିନେତା ଚିୟାନ୍‌ ବିକ୍ରମ ଏବଂ ଅଭିନେତ୍ରୀ ଶ୍ରୀନିଧି ସେଟ୍ଟୀ ନିଜର ଅପକମିଙ୍ଗ ଫିଲ୍ମର ସୁଟିଂ ଆରମ୍ଭ କରିଛନ୍ତି । ଆକ୍ସନ୍‌ ଥ୍ରୀଲର ବର୍ଗର ଏହି ଫିଲ୍ମକୁ ନେଇ ଦର୍ଶକ ଉତ୍ସାହିତ ରହିଥିବା ବେଳେ ବିକ୍ରମ ଟ୍ବିଟ୍‌ କରି ଫିଲ୍ମ ସୁଟିଂ ଆରମ୍ଭ ହୋଇଥିବା ନେଇ ଘୋଷଣା କରିଛନ୍ତି । ସେହିପରି କେଜିଏଫ୍‌ରୁ ସିଲ୍‌ଭର ସ୍କ୍ରିନ୍‌ ଯାତ୍ରା ଆରମ୍ଭ କରିଥିବା ଶ୍ରୀନିଧି ମଧ୍ୟ ଏହି ଫିଲ୍ମକୁ ନେଇ ଉତ୍ସାହିତ ଅଛନ୍ତି । ଚେନ୍ନାଇରେ ବର୍ତ୍ତମାନ ଫିଲ୍ମର ସୁଟିଂ ଚାଲିଥିବା ବେଳେ ଫିଲ୍ମର ଅନ୍ତିମ ଭାଗର ସୁଟିଂ ଋଷିଆରେ ହେବ । ଅଜୟ ଆର ଗଣମୁଥୁ ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଥିବା ବେଳେ 2021ରେ ଏହି ଫିଲ୍ମଟି ରିଲିଜ୍‌ ହେବ । ଶ୍ରୀନିଧି କେଜିଏଫ୍‌-2ରେ ନଜର ଆସିବାକୁ ଯାଉଥିବା ବେଳେ ବିକ୍ରମ ଧ୍ରୁବ ନଟଚରିତମ୍‌ରେ ନଜର ଆସିବେ । (ଏଜେନ୍ସି)

cobra vikram
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Latest News

ବଙ୍ଗଳାରେ କିଏ ହେବ ମୁଖ୍ୟମନ୍ତ୍ରୀ?: ରେସରେ ରହିଛି ଏହିମାନଙ୍କ ନାମ

May 5, 2026

ପଶ୍ଚିମ ଏସିଆ ସଙ୍କଟ ପରେ ୮୪ ଲକ୍ଷ ମେଟ୍ରିକ ଟନ ସାର ଯୋଗାଇଲେ ସରକାର

May 5, 2026

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.