Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି
ଆଜିର ଖବର

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

February 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସରକାରୀ କର୍ମଚାରୀଙ୍କୁ ଉପହାର। ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ୩ ପ୍ରତିଶତ ବୃଦ୍ଧି କରାଯାଇଛି। ଏ ସମ୍ପର୍କୀତ ପ୍ରସ୍ତାବରେ ମୋହର ମାରିଛି କେନ୍ଦ୍ର କ୍ୟାବିନେଟ୍‌ । ଫଳରେ ମହଙ୍ଗା ଭତ୍ତା ଏବେ ୯ ପ୍ରତିଶତରୁ ବଢ଼ି ୧୨ ପ୍ରତିଶତ ହୋଇଛି। ବର୍ଦ୍ଧିତ ଦର ଜାନୁଆରୀ ୧ ତାରିଖରୁ ପିଛିଲା ଭାବରେ ଲାଗୁ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.