Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶାହିନବାଗ ପ୍ରତିବାଦକାରୀ ସର୍ବଦା ରାସ୍ତା ବନ୍ଦ କରିପାରିବେ ନାହିଁ : ସୁପ୍ରିମ୍‌କୋର୍ଟ
ଆଜିର ଖବର

ଶାହିନବାଗ ପ୍ରତିବାଦକାରୀ ସର୍ବଦା ରାସ୍ତା ବନ୍ଦ କରିପାରିବେ ନାହିଁ : ସୁପ୍ରିମ୍‌କୋର୍ଟ

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶାହିନବାଗରେ ସିଏଏ ବିରୋଧୀ ଆନ୍ଦୋଳନକୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି । ଏହା ଉପରେ କୌଣସି ରାୟ ଦେଇନଥିଲେ ମଧ୍ୟ ସୁପ୍ରିମକୋର୍ଟ ଏହାକୁ ସମାଲୋଚନା କରିଛନ୍ତି । ଆନ୍ଦୋଳନ ନାମରେ କୌଣସି ରାସ୍ତାକୁ ଆପଣ ସର୍ବଦା ବନ୍ଦ କରିବେ ନାହିଁ । ଶାହିନ୍‌ବାଗ ଆନ୍ଦୋଳନକୁ ନେଇ ଦାଖଲ କରାଯାଇଥିବା ବିଭିନ୍ନ ସର୍ବସାଧାରଣ ଯାଚିକା ଉପରେ ବିଚାର କରି ଦୁଇ ଜଣିଆ ଖଣ୍ଡପୀଠ ଏହା କହିଛନ୍ତି । ଅପର ପକ୍ଷର ଉତ୍ତର ଶୁଣିବା ପରେ ଆସନ୍ତା 17 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରିବେ ବୋଲି ଜଣାପଡିଛି । ଏହା ସହିତ ସର୍ବୋଚ୍ଚ କୋର୍ଟ ଏହି ମାମଲାରେ ଦିଲ୍ଲୀ ସରକାର ଏବଂ ଦିଲ୍ଲୀ ପୋଲିସ୍‌କୁ ନୋଟିସ୍‌ ଜାରି କରିଛନ୍ତି । ଜଷ୍ଟିସ୍‌ ସଞ୍ଜୟ କିଶାନ କୌଲ୍‌ ଏବଂ ଜଷ୍ଟିସ୍‌ କେ ଏମ୍‌ ଯୋଶେଫ୍‌ ଏହି ମାମଲାର ଶୁଣାଣି କରିଥିଲେ । ଆନ୍ଦୋଳନ ପାଇଁ ଏକ ଜାଗା ସ୍ଥିରୀକୃତ ରହିବା ଆବଶ୍ୟକ । କୌଣସି ସ୍ଥାନରେ କେହିବି ଆନ୍ଦୋଳନ କରିବା ଅନୁଚିତ ବୋଲି ଖଣ୍ଡପୀଠ ମତ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ବିଗତ 50 ଦିନ ଧରି ସିଏଏ ଆଇନ ବିରୋଧରେ ରୋଡ ନମ୍ବର 13 ଏ କୁ ଅବରୋଧ କରି ରଖାଯାଇଛି ।

caa SHAHEENBAGH supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026
Latest News

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.