Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ଜଗତସିଂହପୁର ଗସ୍ତ
ଆଞ୍ଚଳିକ

ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ଜଗତସିଂହପୁର ଗସ୍ତ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିହପୁର : ବିଧାନସଭାର ବିଭାଗୀୟ ଷ୍ଟାଣ୍ଡିଂ କମିଟି-6ର ବିଭାଗର ସବ୍‌କମିଟି-4ର ଅଧ୍ୟକ୍ଷ ଅରବିନ୍ଦ ଢାଲି ଜଗତସିଂହପୁର ଗସ୍ତ କରିଛନ୍ତି । ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହିତ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରାଯାଇଥିଲା । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ, ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଭୃତି ବିଭାଗକୁ ନେଇ ଆଲୋଚନା କରାଯାଇଥିଲା । ସେହିପରି ଚାଷୀଙ୍କୁ ଟୋକନ ମିଳିବାରେ ସମସ୍ୟା ଏବଂ ମିଲର ମାନେ ଧାନ କାଟିବା ସମ୍ପର୍କରେ ଆଲୋଚନା କରାଯାଇଥିଲା । ପାରାଦୀପ ପୋର୍ଟ ଏବଂ ଓର୍‌ମାସ ପକ୍ଷରୁ ମିଳିଥିବା 49 ଲକ୍ଷ ଟଙ୍କାର ସହାୟତା ରାଶି ସମ୍ପର୍କରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ବିଧାୟକଙ୍କୁ ଅବଗତ କରାଇଥିଲେ । ବ୍ୟାଙ୍କ ଗୁଡିକରେ ଋଣ ମିଳିବାକୁ ନେଇ ରହିଥିବା ସମ୍ପର୍କରେ ଆଲୋଚନା ହୋଇଥିଲା । ଏହାପରେ ସଂସଦୀୟ କମିଟି ପାରାଦୀପ ଗସ୍ତ କରିଥିଲେ । ସବ୍‌କମିଟି ସହିତ ବିଧାନସଭା ସହକାରୀ ସଚିବ ପ୍ରଭାତ କୁମାର ସ୍ବାଇଁ, ସେକ୍ସନ୍‌ ଅଫିସର୍‌ ଅରୁଣ କୁମାର ସ୍ବାଇଁ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜ କାନ୍ତ ମହାନ୍ତି, ଓର୍‌ମାସ୍‌ ଡେପୁଟୀ ସିଇଓ ସତ୍ୟସୁନ୍ଦର ଶିବରାମ ପାଇଟାଳ ପ୍ରମୁଖ ଉପସ୍ଥିତ ଥିଲେ ।

jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.