Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ବନ୍ଦ; ନବନିର୍ମାଣ କୃଷକ ସଂଗଠନ ତରଫରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ
ଆଜିର ଖବର

ଓଡ଼ିଶା ବନ୍ଦ; ନବନିର୍ମାଣ କୃଷକ ସଂଗଠନ ତରଫରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ

February 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରାଇସ୍‌, ପ୍ରେଷ୍ଟିଜ୍‌ ଓ ପେନ୍‌ସନ୍‌ ଦାବି କରି ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନବନିର୍ମାଣ କୃଷକ ସଙ୍ଗଠନ ଓଡ଼ିଶା ବନ୍ଦ ପାଳନ ଆରମ୍ଭ କରିଛି। ସଙ୍ଗଠନର କର୍ମୀମାନେ ବିଭିନ୍ନ ଜିଲ୍ଳା ମୁଖ୍ୟାଳୟ ଓ ସଦର ମହକୁମାମାନଙ୍କରେ ବିକ୍ଷୋଭ ପ୍ରଦଶର୍ନ କରିଛନ୍ତି। ରାଜ୍ୟ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ଅନ୍ୟାନ୍ୟ ସଡ଼କପଥରେ ବସ୍‌, ଟ୍ରକ୍‌, କାର୍‌ ଓ ଅନ୍ୟାନ୍ୟ ପରିବହନ ବ୍ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି ।  ରେଳଚଳାଚଳ ମଧ୍ୟ ବନ୍ଦ ରହିଛି।  ରାଜନୈତିକ ଦଳ କଂଗ୍ରେସ ଓ ଭାଜପା କୃଷକମାନଙ୍କର ବନ୍ଦ ପାଳନକୁ ସମର୍ଥନ ଜଣାଇ ସେମାନଙ୍କ ସହଯୋଗ ଦେଇଛି। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରିବାକୁ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଆସନ୍ତା କାଲି ମାଟ୍ରିକ୍‌ ପରୀକ୍ଷା ଥିବାରୁ ବିଜେଡ଼ି ତରଫରୁ ଏହି ଆନ୍ଦାେଳନକୁ ପ୍ରତ୍ୟାହାର କରିବା ପାଇଁ ଅନୁରୋଧ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଛୁରା ମାଡ଼ରେ ଯୁବକ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

January 17, 2026

“ହିନ୍ଦୁଙ୍କୁ ଭୋଟ ଦେବା ପାପ…”: ବାଂଲାଦେଶ ନିର୍ବାଚନ ପୂର୍ବରୁ ମୌଲବୀମାନଙ୍କ ଉତ୍ତେଜକ ବୟାନ

January 17, 2026

ଆନ୍ତର୍ଜାତୀୟ ସାଇବର ଗ୍ୟାଙ୍ଗର ପର୍ଦ୍ଦାଫାସ: ନକଲି ଷ୍ଟକ୍ ବଜାର ଲାଭର ପ୍ରତିଶ୍ରୁତି ଦେଇ ୧୨ କୋଟି ଠକେଇ

January 17, 2026

SBI ଗ୍ରାହକଙ୍କ ପାଇଁ ବଡ ଖବର: ଏବେ ମହଙ୍ଗା ହେବ ATM ରୁ ଟଙ୍କା ଉଠାଣ ଏବଂ ବାଲାନ୍ସ ଯାଞ୍ଚ

January 17, 2026
Latest News

“ଅତି କମରେ ୧ କୋଟି ଜୀବନ ବଞ୍ଚିଛି”: ପୁଣି ଥରେ ଭାରତ-ପାକିସ୍ତାନ ଯୁଦ୍ଧବିରତିର ଶ୍ରେୟ ନେଲେ ଟ୍ରମ୍ପ

January 17, 2026

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ସମାଦବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବ, କିଛି ଅଛି କି ?

January 17, 2026

ଛୁରା ମାଡ଼ରେ ଯୁବକ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

January 17, 2026

“ହିନ୍ଦୁଙ୍କୁ ଭୋଟ ଦେବା ପାପ…”: ବାଂଲାଦେଶ ନିର୍ବାଚନ ପୂର୍ବରୁ ମୌଲବୀମାନଙ୍କ ଉତ୍ତେଜକ ବୟାନ

January 17, 2026

ଆନ୍ତର୍ଜାତୀୟ ସାଇବର ଗ୍ୟାଙ୍ଗର ପର୍ଦ୍ଦାଫାସ: ନକଲି ଷ୍ଟକ୍ ବଜାର ଲାଭର ପ୍ରତିଶ୍ରୁତି ଦେଇ ୧୨ କୋଟି ଠକେଇ

January 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.