Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା
ଆଜିର ଖବର

ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
CBSE
ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର : ଆରମ୍ଭ ହୋଇଗଲା ପରୀକ୍ଷା ଋତୁ।  ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ସକାଳ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ଣ ୧ଟା ୩୦ରେ ସରିବ। ସିବିଏସଇ ଦଶମ ପରୀକ୍ଷା ୧୫ ଫେବ୍ରୁଆରୀରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖରେ ସରିବ। ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ 18 ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବାବେଳେ 12ଲକ୍ଷ ପିଲା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେବେ। ପ୍ରାୟ 10 ହଜାର ସେଣ୍ଟରରେ 30 ଲକ୍ଷ ପିଲା ପରୀକ୍ଷା ଦେବେ ବୋଲି ସୂଚନା ରହିଛି। ସେହିପରି ମାଧ୍ୟମିକ ଶିକ୍ଷା ବୋର୍ଡ ତରଫରୁ ମାଟ୍ରିକ୍‌ ପରୀକ୍ଷା ଚଳିତ ମାସ 19 ତାରିଖରୁ ଆରମ୍ଭ ହେବ।

cbse
Share. Facebook Twitter LinkedIn Email WhatsApp Copy Link

Related Posts

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026
Latest News

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.