Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଙ୍କୀରେ ଡବଲ୍‌ ମର୍ଡର : ଦିନ ଦ୍ବିପ୍ରହରରେ ଗୋଡେଇ ଗୋଡେଇ ହାଣିଲେ
ଆଜିର ଖବର

ବାଙ୍କୀରେ ଡବଲ୍‌ ମର୍ଡର : ଦିନ ଦ୍ବିପ୍ରହରରେ ଗୋଡେଇ ଗୋଡେଇ ହାଣିଲେ

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବାଙ୍କୀରେ ଡବଲ ମର୍ଡର ହୋଇଛି । ଜନୈକ ସରପଞ୍ଚଙ୍କ ସ୍ବାମୀ ଏବଂ ତାଙ୍କର ସହଯୋଗୀଙ୍କୁ କିଛି ଦୂର୍ବୁର୍ତ୍ତ ଗୋଡାଇ ଗୋଡାଇ ହତ୍ୟା କରିଛନ୍ତି । ସରପଞ୍ଚଙ୍କ ସ୍ବାମୀ ଏବଂ ସହଯୋଗୀ ବାଇକ୍‌ରେ ଆସୁଥିବା ବେଳେ କିଛି ଦୂର୍ବୁର୍ତ୍ତ ଖଣ୍ଡା ଓ ଟାଙ୍ଗିଆରେ ଗୋଡେଇ ଗୋଡେଇ ହାଣିଲେ । ସହଯୋଗୀ ଜଣକ ବାଙ୍କୀ ଡାକ୍ତରଖାନାରେ ପ୍ରାଣ ହରାଇଥିବା ବେଳେ ଗୁରୁତର ଅବସ୍ଥାରେ ସରପଞ୍ଚଙ୍କ ସ୍ବାମୀଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା । ସରପଞ୍ଚଙ୍କ ସ୍ବାମୀ ଏସ୍‌ସିବିରେ ପ୍ରାଣ ହରାଇଥିଲେ । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

2died banki
Share. Facebook Twitter LinkedIn Email WhatsApp Copy Link

Related Posts

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Latest News

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.