Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟରେ ଓଡ଼ିଆ ବିଭାଗର ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ଆଞ୍ଚଳିକ

କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟରେ ଓଡ଼ିଆ ବିଭାଗର ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଚନ୍ଦ୍ର ସୁଆଁସିଆ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡା ବିଜ୍ଞାନ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା ସହିତ ପାଠ୍ୟଚକ୍ର ଅନୁଷ୍ଠିତ ହୋଇଛି। ଓଡ଼ିଆ ବିଭାଗର ମୁଖ୍ୟ ପ୍ରକାଶ ଚନ୍ଦ୍ର ଜେନା ଏହି କାର୍ଯ୍ୟକ୍ରମର ପୌରହିତ୍ୟ କରିଥିଲେ । ଡ. ହରେକୃଷ୍ଣ ନାୟକ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିବା ବେଳେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପ୍ରଫେସର ପ୍ରକାଶ ସ୍ବାଇଁ ଏବଂ କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ରାଉତ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଭାଗର ଶେଷବର୍ଷର ବିଦ୍ୟାର୍ଥୀ ଶିକ୍ଷା ସମୟରେ ଗଢିଉଠିଥିବା ଭାବ ଓ ଅମୂଲ୍ୟ ଜ୍ଞାନ ଆହରଣ କରିବାର ସୁନ୍ଦର ଅନୁଭୂତି ପ୍ରକାଶ କରିବା ପରେ ସେମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଭାଗ ଅଧ୍ୟାପକ ସିମାଞ୍ଚଳ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

sanakhemundi
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଆଜି ଜଳ ସୁରକ୍ଷା ବିଭାଗୀୟ ସମ୍ମିଳନୀର ଉଦ୍‌ଯାପନୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 2, 2026

ପୁଡୁଚେରୀରେ ଐତିହ୍ୟ ସଂରକ୍ଷଣର ପ୍ରତ୍ୟକ୍ଷ ଅନୁଭୂତି ହାସଲ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି

September 2, 2026

ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧରେ ହେବ ଜାତୀୟ ପରିସଂଖ୍ୟାନ ସର୍ବେକ୍ଷଣ

September 2, 2026

୨୦୨୯ ସୁଦ୍ଧା ନିଶାମୁକ୍ତ ଓଡ଼ିଶା ଗଠନ ଲକ୍ଷ୍ୟରେ ଓଡ଼ିଶା ପୁଲିସ: ଶିକ୍ଷାନୁଷ୍ଠାନରେ ବ୍ୟାପକ ସଚେତନତା

September 2, 2026

‘ରକ୍ତତୀର୍ଥ ଇରମ୍‌’ର ସର୍ବାଙ୍ଗୀନ ବିକାଶ ପାଇଁ ସରକାରୀ ପ୍ରକ୍ରିୟା ଆରମ୍ଭ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.