Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌ : ଚଳିତ ବଜେଟ୍‌ ହେବ ପେପଲ୍‌ଲେସ୍‌ ବଜେଟ୍‌
ଆଜିର ଖବର

ଆଜି ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌ : ଚଳିତ ବଜେଟ୍‌ ହେବ ପେପଲ୍‌ଲେସ୍‌ ବଜେଟ୍‌

February 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌। 2020-2021 ପାଇଁ ବଜେଟ୍‌ରେ ରହିଛି ନୂତନ ସ୍ବତନ୍ତ୍ରତା। କାରଣ ଚଳିତ ବଜେଟ୍‌ ହେବ ପେପର୍‌ଲେସ୍‌। ଏଥର ବଜେଟ୍‌କୁ ଡିଜିଟାଲ୍‌ ପଦ୍ଧତିରେ ଉପସ୍ଥାପନ କରାଯିବ। ଏଥିପାଇଁ ବଜେଟ୍‌ ପୁସ୍ତିକା ଛପାଯାଇନାହିଁ। ବଜେଟ୍‌ ପୁସ୍ତିକା ନ ଛପାଯିବାରୁ 75 ଲକ୍ଷ କାଗଜ ବଞ୍ଚିଛି। ବଜେଟ୍‌ର ଡିଜିଟାଲ୍‌ ପ୍ରକ୍ରିୟାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସ୍ବାଗତ କରି ‘ଗୋ ଗ୍ରୀନ୍‌ ଓ ଗ୍ରୀନ୍‌ ବଜେଟ୍‌’ ବୋଲି ଟୁଇଟ୍‌ କରିଛନ୍ତି। ରାଜ୍ୟ ସରକାରଙ୍କ ଏପରି ପଦକ୍ଷେପକୁ ସବୁ ମହଲରୁ ସ୍ୱାଗତ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026
Latest News

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଦେଶରେ ତୈଳ ସଙ୍କଟ ଉପରେ ସଂସଦରେ ଚର୍ଚ୍ଚା: ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ମନ୍ତ୍ରୀ?

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.