Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓ୍ବିଲିୟମ୍‌ସନ୍‌ଙ୍କ ଅର୍ଦ୍ଧଶତକ : ନ୍ୟୁଜିଲ୍ୟାଣ୍ଡ 51 ରନ୍‌ରେ ଆଗୁଆ
ଆଜିର ଖବର

ଓ୍ବିଲିୟମ୍‌ସନ୍‌ଙ୍କ ଅର୍ଦ୍ଧଶତକ : ନ୍ୟୁଜିଲ୍ୟାଣ୍ଡ 51 ରନ୍‌ରେ ଆଗୁଆ

February 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓ୍ବେଲିଙ୍ଗଟନ୍‌ : ଓ୍ବେଲିଙ୍ଗଟନ୍‌ର ବେସିନ୍‌ ରିଜର୍ଭରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ନ୍ୟୁଜିଲ୍ୟାଣ୍ଡ ଦୃଢ ସ୍ଥିତିରେ ରହିଛି । ଭାରତକୁ ମାତ୍ର 165 ରନ୍‌ରେ ଅଲ୍‌ଆଉଟ୍‌ କରିବା ପରେ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ଙ୍କ 89 ରନ୍‌ ସହାୟତାରେ ନ୍ୟୁଜିଲ୍ୟାଣ୍ଡ 5 ଓ୍ବିକେଟ୍‌ ହରାଇ 216 ରନ୍‌ ସଂଗ୍ରହ କରିଛି । ଭାରତ ପକ୍ଷରୁ ଇଶାନ୍ତ ଶର୍ମା 3ଟି ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଅଶ୍ବିନ୍‌ ଏବଂ ସାମି ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ରସ୍‌କ ଟେଲର 44 ଏବଂ ଟମ୍‌ ବ୍ଲଣ୍ଡେଲ୍‌ 30 ରନ୍‌ ସଂଗ୍ରହ କରିଥିଲେ । ଭାରତ ଗତକାଲି 122/5ରୁ ଖେଳ ଆରମ୍ଭ କରି 165 ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା । ଭାରତ ପକ୍ଷରୁ ଆଜିଙ୍କ୍ୟ ରାହାଣେ ସର୍ବାଧିକ 46 ରନ୍‌ ସଂଗ୍ରହ କରିଥିବା ବେଳେ ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଟିମ୍‌ ସାଉଦି ଏବଂ କାଇଲ୍‌ ଜାମିସାନେ ପ୍ରତ୍ୟେକ 4ଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସି)

india nz
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026
Latest News

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026

କାର ଧକ୍କାରେ ଅଜା ମୃତ, ନାତି ଆହତ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.