Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାତିଛି ନରହନ୍ତା ଦନ୍ତା : ତିନି ମୃତ, ପାଞ୍ଚ ଗୁରୁତର
ଆଜିର ଖବର

ମାତିଛି ନରହନ୍ତା ଦନ୍ତା : ତିନି ମୃତ, ପାଞ୍ଚ ଗୁରୁତର

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ପୁରୀ : ରାଜ୍ୟରେ ପୁଣି ହାତୀ ଆକ୍ରମଣ ଦେଖାଦେଇଛି। ପିପିଲି ଓ ବଳଙ୍ଗାରେ ନରହନ୍ତା ଦନ୍ତାର ଉତ୍ପାତ ବୃଦ୍ଧି ପାଇଛି । ଦନ୍ତା ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପାଞ୍ଚ ଜଣ ଗୁରୁତର ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ବଳଙ୍ଗା ଗୋପୀନାଥପୁର ଗ୍ରାମରେ ଜଣଙ୍କୁ ଦନ୍ତା ଦଳି ମାରିଥିବାବେଳେ ଅନ୍ୟ ଦ୍ବୟଙ୍କ ମଧ୍ୟରୁ ଜଣେ ପିପିଲ ଚନ୍ଦ୍ରାଦେଈପୁରର ଓ ଆଉ ଜଣେ ରାଜତଇର । ଦନ୍ତା ହାତୀର ଉତ୍ପାତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ମାହୋଲ୍‌ ସୃଷ୍ଟି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026
Latest News

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.