Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମିବାଡି ବିବାଦକୁ କେନ୍ଦ୍ରକରି କକା, ପୁତୁରାଙ୍କ ମଧ୍ୟରେ ହଣାକଟା : 3 ଆହତ
ଆଜିର ଖବର

ଜମିବାଡି ବିବାଦକୁ କେନ୍ଦ୍ରକରି କକା, ପୁତୁରାଙ୍କ ମଧ୍ୟରେ ହଣାକଟା : 3 ଆହତ

February 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲରେ ଜମିବାଡି ବିବାଦକୁ କେନ୍ଦ୍ରକରି କକା ଓ ପୁତୁରାଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି 3 ଜଣ ଆହତ ହୋଇଛନ୍ତି । ଜମିବାଡି ବିବାଦକୁ ନେଇ ରେଢାଖୋଲ ଥାନା ପୋଡାବଲଣ୍ଡା ଗ୍ରାମରେ ରବିବାର ସକାଳ 9ଟା ସମୟରେ ଏହି ଘଟଣା ଘଟିଛି ।
ଉଲ୍ଳେଖଯୋଗ୍ୟ ଯେ, ପୋଡାବଲଣ୍ଡା ଗ୍ରାମର ମୁରଲୀ ବେହେରା (48) ଏବଂ ତାଙ୍କ ପୁଅ ହରେଶ ବେହେରା (18) ନିଜ ଘର ବାହାରେ ସିମେଣ୍ଟ କାନ୍ଥ ଦେବା ପାଇଁ ଡିହ ଖୋଳୁଥିବା ସମୟରେ ପଡୋଶୀ ବିକାଶ ଚନ୍ଦ୍ର ବେହେରାଙ୍କ ସହିତ ଯୁକ୍ତିତର୍କ ହୋଇଥିଲା । ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ପରେ ପରସ୍ପର ଉପରକୁ ଆକ୍ରମଣ କରିଥିଲେ । ଉଭୟ ପକ୍ଷ ପରସ୍ପରକୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ । ଆହତ ମୁରଲୀ ବେହେରାଙ୍କୁ ରେଢାଖୋଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବିକାଶ ବେହେରାଙ୍କୁ ବୁର୍ଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏହି ଆକ୍ରମଣ ଘଟଣାକୁ ନେଇ କୌଣସି ମାମଲା ରୁଜୁ କରାଯାଇନଥିବା ଜଣାପଡିଛି ।

rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଚଣ୍ଡ ଗରମରୁ ମିଳିବ ଆଶ୍ଵସ୍ତି!: ଓଡ଼ିଶାରେ ପହଞ୍ଚିଲା ମୌସୁମୀ

June 12, 2026

କଂଗ୍ରେସ ନେତ୍ରୀ ମୀନାକ୍ଷୀ ନଟରାଜନଙ୍କୁ ଝଟକା: ଆବେଦନ ଶୁଣିବାକୁ ମନାକଲେ ସୁପ୍ରିମକୋର୍ଟ

June 12, 2026

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026
Latest News

ଏବେ ପେଟ୍ରୋଲ-ଡିଜେଲ ପାଇଁ କଟକଣା: ଜାଣନ୍ତୁ ସର୍ବାଧିକ କେତେ ଲିଟର କିଣିପାରିବେ ଗ୍ରାହକ?

June 12, 2026

ପ୍ରଚଣ୍ଡ ଗରମରୁ ମିଳିବ ଆଶ୍ଵସ୍ତି!: ଓଡ଼ିଶାରେ ପହଞ୍ଚିଲା ମୌସୁମୀ

June 12, 2026

କଂଗ୍ରେସ ନେତ୍ରୀ ମୀନାକ୍ଷୀ ନଟରାଜନଙ୍କୁ ଝଟକା: ଆବେଦନ ଶୁଣିବାକୁ ମନାକଲେ ସୁପ୍ରିମକୋର୍ଟ

June 12, 2026

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.