Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରାଜୟକୁ ସକରାତ୍ମକ ଭାବରେ ଗ୍ରହଣ କରିବା ଉଚିତ୍‌ : କୋହ୍‌ଲି
ଆଜିର ଖବର

ପରାଜୟକୁ ସକରାତ୍ମକ ଭାବରେ ଗ୍ରହଣ କରିବା ଉଚିତ୍‌ : କୋହ୍‌ଲି

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓ୍ବେଲିଂଟନ୍‌ : ନ୍ୟୁଜିଲ୍ୟାଣ୍ଡ ଟେଷ୍ଟ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ପରାଜିତ ହେବା ପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଭାରତୀୟ ଦଳର ସମର୍ଥକ ମାନେ ଯଦି ଗୋଟିଏ ପରାଜୟ ପରେ ହତୋତ୍ସାହିତ ହୋଇ ଦଳକୁ ସମାଲୋଚନା କରିବା ଆରମ୍ଭ କରିବେ ତେବେ ଏହା କ୍ରିକେଟ ପାଇଁ ଶୁଭ ସୂଚନା ନୁହେଁ । ପରାଜୟକୁ ସମର୍ଥକ ମାନେ ସକରାତ୍ମକ ଭାବରେ ଗ୍ରହଣ କରିବା ଉଚିତ୍‌ ବୋଲି କୋହ୍‌ଲି ପ୍ରକାଶ କରିଛନ୍ତି । ପ୍ରଥମ ଟେଷ୍ଟରେ ଘରୋଇ ନ୍ୟୁଜିଲ୍ୟାଣ୍ଡ ଶୋଚନୀୟ ଭାବରେ ଭାରତକୁ 10 ଓ୍ବିକେଟରେ ପରାସ୍ତ କରିଥିଲା । ଅଧିନାୟକ ବିରାଟ୍‌ କୋହଲିଙ୍କ ସମେତ ଟପ୍‌ ଏବଂ ମିଡିଲ ଅର୍ଡର ବିଫଳ ହେବା କାରଣରୁ ଭାରତ ଏହି ମ୍ୟାଚ୍‌ରେ ପରାଜୟ ବରଣ କରିଥିଲା । ଏହି ପରାଜୟ ସହିତ ଟେଷ୍ଟ ଚାମ୍ପିୟନ୍‌ସିପ୍‌ରେ ଭାରତ ପ୍ରଥମ ପରାଜୟ ବରଣ କରିଥିଲା । ବିଜୟ ଏବଂ ପରାଜୟ କ୍ରିକେଟର ଏକ ଅଂଶ । ତେଣୁ ଏହାକୁ ନେଇ ଅଧିକ ଭାବପ୍ରବଣ ହେବା ଅନୁଚିତ ବୋଲି କୋହଲି ପ୍ରକାଶ କରିଛନ୍ତି । (ଏଜେନ୍ସି)

india kohli nz
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026
Latest News

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026

କାର ଧକ୍କାରେ ଅଜା ମୃତ, ନାତି ଆହତ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.