Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସ୍ତ୍ରୀକୁ 300 ଖଣ୍ଡ : କର୍ଣ୍ଣେଲ ସୋମନାଥ ପରିଡାଙ୍କୁ ଆଜୀବନ କାରାବାସ
ଅପରାଧ

ସ୍ତ୍ରୀକୁ 300 ଖଣ୍ଡ : କର୍ଣ୍ଣେଲ ସୋମନାଥ ପରିଡାଙ୍କୁ ଆଜୀବନ କାରାବାସ

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ନିଜ ସ୍ତ୍ରୀକୁ ହତ୍ୟା କରି 300 ଖଣ୍ଡ କରି ଟିଫିନ୍‌ରେ ରଖିବା ମାମଲାରେ ଦୋଷୀ ସ୍ବାମୀ ସୋମନାଥ ପରିଡାକୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଜଜ୍‌ । ମାମଲାଟି ସାତ ବର୍ଷ ଚାଲିବା ପରେ ଆଜି ରାୟ ପ୍ରକାଶ ପାଇଛି ।  2013 ଜୁନ୍‌ ମାସରେ ଭୁବନେଶ୍ବରର ନୟାପଲ୍ଲୀରେ ଘଟିଥିଲା ଏହି ହତ୍ୟା ଘଟଣା ଘଟିଥିଲା। ସୋମନାଥ ପରିଡ଼ା ନିଜ ପତ୍ନୀ ଉଷାଶ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ଶରୀରକୁ ତିନି ଶହ ଖଣ୍ଡ କରି ଷ୍ଟିଲ କଣ୍ଟେନର ମଧ୍ୟରେ ଲୁଚାଇ ରଖିଥିଲେ । ଦେହାବଶେଷ ସହ କୋଡିଏ ଦିନ ରହିବା ପରେ ଘଟଣା ସାମ୍ନାକୁ ଆସିଥିଲା । 71 ବର୍ଷ ବୟସରେ ସୋମନାଥ ଏପରି ଜଘନ୍ୟ କାଣ୍ଡ ଘଟାଇଥିବାବେଳେ, ସେହି ଘଟଣାରେ ସେତେବଳେ ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ରାୟ ପ୍ରକାଶ ବେଳେ କୋର୍ଟ ରୁମ୍‌ରେ କାନ୍ଦି ଥିଲେ ସୋମନାଥ ପରିଡା ।

Share. Facebook Twitter LinkedIn Email WhatsApp Copy Link

Related Posts

ଖାଦ୍ୟଶସ୍ୟ ଉତ୍ପାଦନରେ ଭାଙ୍ଗିଲା ସମସ୍ତ ରେକର୍ଡ: କୃଷି କ୍ଷେତ୍ରର ସଫଳତାର ନୂତନ ଅଧ୍ୟାୟ

November 21, 2025

ଐତିହାସିକ ପରେଡ୍‌ ସହ ଗୋଆରେ ଆରମ୍ଭ ହେଲା ଆଇଏଫଏଫଆଇର 56ତମ ସଂସ୍କରଣ

November 21, 2025

ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ୟ

November 21, 2025

ବାର୍ଷିକ ଏଚଏସସି ପରୀକ୍ଷାର ଫର୍ମ ପୂରଣର ଅବଧି ବୃଦ୍ଧି

November 21, 2025
Latest News

ଖାଦ୍ୟଶସ୍ୟ ଉତ୍ପାଦନରେ ଭାଙ୍ଗିଲା ସମସ୍ତ ରେକର୍ଡ: କୃଷି କ୍ଷେତ୍ରର ସଫଳତାର ନୂତନ ଅଧ୍ୟାୟ

November 21, 2025

ଐତିହାସିକ ପରେଡ୍‌ ସହ ଗୋଆରେ ଆରମ୍ଭ ହେଲା ଆଇଏଫଏଫଆଇର 56ତମ ସଂସ୍କରଣ

November 21, 2025

ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ୟ

November 21, 2025

ବାର୍ଷିକ ଏଚଏସସି ପରୀକ୍ଷାର ଫର୍ମ ପୂରଣର ଅବଧି ବୃଦ୍ଧି

November 21, 2025

ଏହି ରାଶିର ବ୍ୟକ୍ତିଙ୍କୁ ଶୁକ୍ରବାର ଦିନ ଧନପ୍ରାପ୍ତି ହେବାର ରହିଛି ସୁଯୋଗ, ପଢନ୍ତୁ ଦୈନିକ ରାଶିଫଳ

November 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.