Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୌଳିକ କର୍ତ୍ତବ୍ୟ ଉପରେ ଆଇନ ସଚେତନତା ଶିବିର
ଆଞ୍ଚଳିକ

ମୌଳିକ କର୍ତ୍ତବ୍ୟ ଉପରେ ଆଇନ ସଚେତନତା ଶିବିର

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଜିଲ୍ଲା ଆଇନସେବା ପ୍ରାଧିକରଣ ଗଂଜାମ ଦ୍ୱାରା ରଙ୍ଗେଇଲୁଣ୍ଡା ବ୍ଲକ୍ କାର୍ଯ୍ୟାଳୟଠାରେ ମୌଳିକ କର୍ତ୍ତବ୍ୟ ଉପରେ ଏକ ଆଇନ ସଚେତନତା  କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣ ସଚିବ ବିଜୟ କୁମାର ଦାସଙ୍କ ସହ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଙ୍ଗେଇଲୁଣ୍ଡା କୁମାର ନାଗଭୂଷଣ ଓ ଅନ୍ୟ ୪ ଜଣ ବକ୍ତା ଯଥା ଗୋରାଚାନ୍ଦ ଭଟ୍ଟମିଶ୍ର, ସତୀଶ କୁମାର ପାଣିଗ୍ରାହୀ, ସୁବାସ ଚନ୍ଦ୍ର ପାଳ, ଡ, ମିନାକ୍ଷୀ ଦେବୀ ଓ ବ୍ଲକ୍ ଉପାଧ୍ୟକ୍ଷ ଅଜିତ କୁମାର ଦାସ ପ୍ରମୁଖ ମଂଚାସୀନ ରହିବା ସହ ସମସ୍ତ ପଂଚାୟତର କର୍ମକର୍ତ୍ତା ବୃନ୍ଦ ଉପସ୍ଥିତ ଥିଲେ।

ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୌଳିକ କର୍ତ୍ତବ୍ୟ ବିଷୟରେ ଆଲୋଚନା ହୋଇଥିଲା। ମୌଳିକ ଅଧିକାର ଭଳି ମୌଳିକ କର୍ତ୍ତବ୍ୟ ଉପରେ ବିଶେଷ ଧ୍ୟାନ ଦେଇ ବିଭିନ୍ନ ସରକାରୀ ସୁବିଧାଗୁଡ଼ିକ ଜନସାଧାରଣଙ୍କ ପାଖରେ ଅତିଶୀଘ୍ର ପହଞ୍ଚାଇବା ସହ ସମାଜ, ପରିବାର ଓ କାର୍ଯ୍ୟାଳୟଠାରେ ଥିବା ନିଜର ଦାୟିତ୍ୱ ଓ କର୍ତ୍ତବ୍ୟକୁ ସୁଚାରୁ ରୂପେ ସଂପାଦନ କରିବା ନିମନ୍ତେ ଆଲୋଚନା ହୋଇଥିଲା। ପରିଶେଷରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁମାର ନାଗଭୂଷଣ ଧନ୍ୟବାଦ ଅର୍ପଣ କରି ସମ୍ବିଧାନର ମୁଖବନ୍ଧକୁ ସମସ୍ତେ ମିଳିତ ଭାବେ ପାଠ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026
Latest News

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଏପ୍ରିଲ୍ ପହିଲାରୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍!: ୧୦୦ କୋଟି ଲେଖାଏଁ ନୋଟ୍ ଛାପିବ RBI

October 31, 2026

ୟୁକ୍ରେନକୁ କ୍ଷେପଣାସ୍ତ୍ର ବିକ୍ରି ପାଇଁ ଆମେରିକାର ମଞ୍ଜୁରୀ

October 31, 2026

ରାଷ୍ଟ୍ରୀୟ ଏକତା ଦିବସ : ଦେଶର ଏକତା ଓ ସଂହତି ବଜାୟ ରଖିବାକୁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 31, 2026

ATMରୁ ଟଙ୍କା ଉଠାଉଛନ୍ତି କି? ଟଙ୍କା ଉଠାଇବା ପୂର୍ବରୁ କରନ୍ତୁ ଯାଞ୍ଚ, ନଚେତ୍ ଖାଲି ହୋଇପାରେ ବ୍ୟାଙ୍କ ଆକାଉଣ୍ଟ!

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.