Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ତୁର୍କୀ ଉପରେ ସିରିଆର ବିମାନ ଆକ୍ରମଣ : 33 ସୈନ୍ୟଙ୍କ ପ୍ରାଣହାନି
ଅନ୍ତରାଷ୍ଟ୍ରୀୟ

ତୁର୍କୀ ଉପରେ ସିରିଆର ବିମାନ ଆକ୍ରମଣ : 33 ସୈନ୍ୟଙ୍କ ପ୍ରାଣହାନି

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଙ୍କାରା : ତୁର୍କୀ ଉପରେ ସିରିଆ ପକ୍ଷରୁ ବିମାନ ଆକ୍ରମଣ କରାଯିବା କାରଣରୁ 33 ଜଣ ସୈନ୍ୟ ପ୍ରାଣ ହରାଇଛନ୍ତି । ଯୁଦ୍ଧ ପ୍ରପୀଡିତ ତୁର୍କୀର ଇଡ୍‌ଲିବ୍‌ ସହର ଉପରେ ସିରିଆ ପକ୍ଷରୁ ବିମାନ ଆକ୍ରମଣ କରାଯିବା ପରେ ସୈନ୍ୟ ମାନେ ପ୍ରାଣ ହରାଇଛନ୍ତି । ଗୁରୁବାର ସନ୍ଧ୍ୟାରେ ଇଡଲିବ୍‌ ସହର ଉପରେ ବିମାନ ଆକ୍ରମଣ କରାଯାଇଥିବା ନେଇ ତୁର୍ମୀର ଜନୈକ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ଏହି ଆକ୍ରମଣ ପରେ ତୁର୍କୀର ରାଷ୍ଟ୍ରପତି ରେସେପ୍‌ ଟାୟିପ୍‌ ଏର୍ଡୋଗାନ୍‌ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ବୈଠକ କରିଛନ୍ତି । ଏହି ଆଲୋଚନା ପରେ ତୁର୍କୀର ପ୍ରତିରକ୍ଷା ମନ୍ତ୍ରୀ ହୁଲୁସି ଅକାର ଏବଂ ସେନାଧ୍ୟକ୍ଷ ସୀମା ପରିଦର୍ଶନ କରିଛନ୍ତି । ତୁର୍କୀ ଏହି ଆକ୍ରମଣର ଜବାବ ଦେବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । (ଏଜେନ୍ସି)

idlib syria TURKEY
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.