Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସାକାଣ୍ଡ : ପୂର୍ବତନ କଂଗ୍ରେସ କାଉନ୍‌ସିଲର ଇସରତ୍‌ ଜହାଁ ଗିରଫ
ଆଜିର ଖବର

ଦିଲ୍ଲୀ ହିଂସାକାଣ୍ଡ : ପୂର୍ବତନ କଂଗ୍ରେସ କାଉନ୍‌ସିଲର ଇସରତ୍‌ ଜହାଁ ଗିରଫ

February 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ପାଇଁ ପୂର୍ବତନ କଂଗ୍ରେସ କାଉନ୍‌ସିଲର୍‌ ଇସରତ୍‌ ଜହାଁଙ୍କୁ ଗିରଫ କରାଯାଇଛି । ଦିଲ୍ଲୀ ହିଂସାକାଣ୍ଡ ସମୟରେ ଘୃଣା ଭରା ଭାଷଣ ଦେବା କାରଣରୁ ଏବଂ ହିଂସାକାଣ୍ଡକୁ ବଢାଇବାରେ ସହାୟତା କରିଥିବାରୁ ପୂର୍ବତନ କାଉନ୍‌ସିଲରଙ୍କୁ ଗିରଫ କରିବା ସହିତ 14 ଦିନିଆ ରିମାଣ୍ଡରେ ପଠାଯାଇଛି । ଖୁରେଜୀ ଖାସ୍‌ର ପୂର୍ବତନ କାଉନ୍‌ସିଲର୍‌ ବିଗତ ଦୁଇ ମାସ ଧରି ସିଏଏ ବିରୋଧୀ ଆନ୍ଦୋଳନରେ ରାସ୍ତା ବନ୍ଦ କରିଥିଲେ । ଫେବୃୟାରୀ 23 ତାରିଖ ରବିବାର ଦିନ ଘୃଣା ଭରା ଭାଷଣ ଦେଇଥିବାରୁ ଇସ୍‌ରତ୍‌ ଜହାଁଙ୍କୁ ଦିଲ୍ଲୀ ପୋଲିସ୍‌ ପକ୍ଷରୁ ଗିରଫ କରାଯାଇଛି । (ଏଜେନ୍ସି)

delhiviolence
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ୧୨ ବର୍ଷ ସଫଳତା ପ୍ରଚାର ପାଇଁ ଆଇଏମପିସିସି ବୈଠକ

June 4, 2026

ଢେଙ୍କାନାଳ ଆଦିବାସୀ ଯୁବତୀଙ୍କୁ ଚାଲାଣ ମାମଲା: ତଦନ୍ତ ଆରମ୍ଭ କଲା ଜାତୀୟ ମାନବାଧିକାର କମିଶନ

June 4, 2026

ଟି-୨୦ ଅଧିନାୟକ ପଦରୁ ହଟିଲେ ସୂର୍ଯ୍ୟକୁମାର ଯାଦବ!

June 4, 2026

ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣା: ହୋଟେଲ ମାଲିକ ଲାଭକେଶ ବଜାଜ ଗିରଫ

June 3, 2026
Latest News

ପୁଣିଥରେ ଏକାଠି ହେବେ କି ଉଦ୍ଧବ – ସିନ୍ଦେ ! ସତାରଙ୍କ ମନ୍ତବ୍ୟ ପରେ ବଢିଲା ଚର୍ଚ୍ଚା

June 4, 2026

କେନ୍ଦ୍ର ସରକାରଙ୍କ ୧୨ ବର୍ଷ ସଫଳତା ପ୍ରଚାର ପାଇଁ ଆଇଏମପିସିସି ବୈଠକ

June 4, 2026

ଢେଙ୍କାନାଳ ଆଦିବାସୀ ଯୁବତୀଙ୍କୁ ଚାଲାଣ ମାମଲା: ତଦନ୍ତ ଆରମ୍ଭ କଲା ଜାତୀୟ ମାନବାଧିକାର କମିଶନ

June 4, 2026

ଟି-୨୦ ଅଧିନାୟକ ପଦରୁ ହଟିଲେ ସୂର୍ଯ୍ୟକୁମାର ଯାଦବ!

June 4, 2026

ଆଜି ଜୁନ ୪ ତାରିଖ ଗୁରୁବାର, କଣ ରହିଛି ଆପଣଙ୍କ ରାଶିରେ ଜାଣି ନିଅନ୍ତୁ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.