Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରେ ଜିଲ୍ଲାରେ ଚଳିତ ଖରିଫ୍ ଋତୁ ପାଇଁ ଧାନ ସଂଗ୍ରହ ନିମନ୍ତେ ଦ୍ୱିତୀୟ ଜିଲ୍ଲାସ୍ତରୀୟ କମିଟି ବୈଠକ
ଆଞ୍ଚଳିକ

ଜଗତସିଂହପୁରେ ଜିଲ୍ଲାରେ ଚଳିତ ଖରିଫ୍ ଋତୁ ପାଇଁ ଧାନ ସଂଗ୍ରହ ନିମନ୍ତେ ଦ୍ୱିତୀୟ ଜିଲ୍ଲାସ୍ତରୀୟ କମିଟି ବୈଠକ

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର :  ଗତକାଲି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହ ଠାରେ୨୦୧୯-୨୦ ଖରିଫ୍ ଋତୁ ପାଇଁ ଧାନ ସଂଗ୍ରହ ନିମନ୍ତେ ଦ୍ୱିତୀୟ ଜିଲ୍ଲାସ୍ତରୀୟ କମିଟି ବୈଠକ ଜିଲ୍ଲାପାଳଶ୍ରୀ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ଓଡିଶାର ଜଳସଂପଦ,ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ।  ସେହି ଏହି ବୈଠକରେ ଜଗତସିଂହପୁର ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗଦେଇ ଗରିବ ଚାଷୀମାନଙ୍କୁ ସାହାଯ୍ୟ ସହଯୋଗ କରିବା ଉପରେ ଗୁରୁତ୍ବାରୋପ କରିଥିଲେ।  ରଘୁନାଥପୁର ଠାରେ ଏକ ମୁଗମଣ୍ଡି ଖୋଲିବା ପାଇଁ ସମବାୟ କର୍ମକର୍ତାଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଉପସ୍ଥିତ ଅତିଥି ଓ ଜିଲ୍ଲାପାଳ ପଂଚାୟତରେ ହୋଇଥିବା ଅନିୟମିତତା ପାଇଁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିବା ସହିତ ଉତର ଶାସନ ପଂଚାୟତଙ୍କୁ ପୁନର୍ବାର ଟୋକନ  ଦିଆଯାଇଛି। ଖୁବ୍‌ଶୀଘ୍ର ଅନ୍ୟ ପଂଚାୟତ ଗୁଡିକୁ ଟୋକନ ପୁନଃ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ।

ଜିଲ୍ଲାପାଳ ଜିଲ୍ଲାରେ ଏକ ଶୀତଳ ଭଣ୍ଡାର ନିର୍ମାଣ ନିମନ୍ତେ ପିପିଏଲ୍ ଓ ଇଫ୍‌କୋ କମ୍ପାନୀଙ୍କୁ ଅନୁରୋଧ କରିଛନ୍ତି । ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଶ୍ୱନାଥ ମିଶ୍ର ଏ.ଆର.ସି.ଏସ୍‌ ବିଜୟ ସାସମଲ ଜିଲ୍ଲାସ୍ତରୀୟ ଅଧିକାରୀ ,ଚାଷୀମାନଙ୍କ ପ୍ରତିନିଧି,ମିଲର,ଯୋଗାଣ ବିଭାଗ ଓ ସମବାୟ ବିଭାଗ କର୍ମକର୍ତା ,ଗଣ ମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.