Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଗଣଦୁଷ୍କର୍ମ ମାମଲା : ପୁଣି ଘୁଞ୍ଚିଲା ଫାଶୀ
ଆଜିର ଖବର

ନିର୍ଭୟା ଗଣଦୁଷ୍କର୍ମ ମାମଲା : ପୁଣି ଘୁଞ୍ଚିଲା ଫାଶୀ

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ପୁଣି ନ୍ୟାୟ ବିଳମ୍ବିତ ହୋଇଛି । ଆସନ୍ତାକାଲି ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ହେବାର ଥିବା ବେଳେ କୋର୍ଟଙ୍କ ପକ୍ଷରୁ ଆଜି ଏହା ଉପରେ ରୋକ୍‌ ଲଗାଯାଇଛି । ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କୋର୍ଟ ଫାଶୀ ଦଣ୍ଡାଦେଶ ଉପରେ ରୋକ୍‌ ଲଗାଇଛନ୍ତି । ପଓ୍ବନ୍‌ କୁମାର ଗୁପ୍ତା ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିଥିବାରୁ କୋର୍ଟଙ୍କ ପକ୍ଷରୁ ଫାଶୀ ଦଣ୍ଡାଦେଶ ଉପରେ ରୋକ୍‌ ଲଗାଯାଇଛି । ସୋମବାର ପଓ୍ବନ୍‌ ଗୁପ୍ତା ପକ୍ଷରୁ ରାଜକ୍ଷମା ଆବେଦନ କରାଯାଇଥିଲା । ଉଲ୍ଲେଖଯୋଗ୍ୟ ଯେ, ନିୟମ ଅନୁସାରେ ରାଜକ୍ଷମା ଖାରଜ ହେବାର 14 ଦିନ ପରେ ଫାଶୀ ଦଣ୍ଡାଦେଶ ପ୍ରଦାନ କରାଯାଇପାରିବ । (ଏଜେନ୍ସି)

nirbhaya supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.