Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋସିଆଲ୍‌ ମିଡିଆ ଛାଡିବା ଘଟଣା ଉପରୁ ପରଦା ଉଠାଇଲେ ମୋଦି
ଆଜିର ଖବର

ସୋସିଆଲ୍‌ ମିଡିଆ ଛାଡିବା ଘଟଣା ଉପରୁ ପରଦା ଉଠାଇଲେ ମୋଦି

March 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଗତକାଲି ସୋସିଆଲ ମିଡିଆ ଛାଡିବା ନେଇ ଘୋଷଣା କରିବା ପରେ ଏହା ଉପରେ ସ୍ପଷ୍ଟୀକରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି ରାତି 9 ଟା ସମୟରେ ମୋଦି ଏହି ଟ୍ବିଟ୍‌ କରିଥିଲେ । ଆସନ୍ତା ରବିବାର ସମସ୍ତ ସୋସିଆଲ ମିଡିଆରୁ ଦୂରେଇ ରହିବା ପାଇଁ ମୋଦି ଘୋଷଣା କରିଥିଲେ । ଏହାକୁ ନେଇ ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ମଧ୍ୟରେ ଆଶଙ୍କା ଦେଖାଯାଇଥିଲା । ବିଭିନ୍ନ ବ୍ୟବହାରକାରୀ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିବା ପରେ ମଙ୍ଗଳବାର ଦିନ ମୋଦି ସ୍ପଷ୍ଟୀକରଣ ପ୍ରଦାନ କରିଛନ୍ତି । ଆସନ୍ତା ରବିବାର ଦିନ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଗୋଟିଏ ଦିନ ପାଇଁ ସୋସିଆଲ ମିଡିଆରୁ ଦୂରେଇ ରହିବାର ନିଷ୍ପତ୍ତି ନେଇଛନ୍ତି ।

This Women's Day, I will give away my social media accounts to women whose life & work inspire us. This will help them ignite motivation in millions.

Are you such a woman or do you know such inspiring women? Share such stories using #SheInspiresUs. pic.twitter.com/CnuvmFAKEu

— Narendra Modi (@narendramodi) March 3, 2020

ସମାଜକୁ ନିଜ ଜୀବନ ଏବଂ କାର୍ଯ୍ୟଶୈଳୀ ଦ୍ବାରା ଅନୁପ୍ରାଣିତ କରୁଥିବା ମହିଳାଙ୍କ ଉଦ୍ଦେଶ୍ୟରେ ଗୋଟିଏ ଦିନ ସୋସିଆଲ ମିଡିଆ ଛାଡିବାର ନିଷ୍ପତ୍ତି ନେଇଛନ୍ତି ମୋଦି । ଏହିପରି ମହିଳା ମାନଙ୍କ କାହାଣୀ #sheinspiresus ଜରିଆରେ ସେୟାର କରିବାକୁ ମୋଦି ନିବେଦନ କରିଛନ୍ତି । (ଏଜେନ୍ସି)

Modi socialmedia womensday
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.