Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବ୍ଳକସ୍ତରୀୟ ସମାବେଶ ଅନୁଷ୍ଠିତ
ଆଞ୍ଚଳିକ

ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବ୍ଳକସ୍ତରୀୟ ସମାବେଶ ଅନୁଷ୍ଠିତ

March 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ୍‌ ପଣ୍ଡା

କୁଜଙ୍ଗ: କୁଜଙ୍ଗବ୍ଳକ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥନୀୟ କୋଚିଳାମଠଠାରେ ଅନୁଷ୍ଠିତ ହୋଇ ଯାଇଛି। ବ୍ଳକ ସଂଯୋଜକ ବିଷ୍ଣୁଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ସମାବେଶରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ବକ୍ତବ୍ୟ ପ୍ରଦାନକରି ସଙ୍ଗଠନର ନେତୃତ୍ୱ ନେବାକୁ ହେଲେ ବିଭିନ୍ନ ଗୁଣାବଳୀର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

ଆସନ୍ତା ମାର୍ଚ୍ଚ ୨୫ ତାରିଖରେ ଜଗତସିଂହପୁରଠାରେ ଏବଂ ଅପ୍ରେଲ ମାସ ୨୬ ତାରିଖରେ ଭୂବନେଶ୍ୱରରେ ବୁଲବୁଲ, ଫନୀ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ଏବଂ କାଳିଆ ଯୋଜନାରେ ଚାଷୀ ମାନଙ୍କୁ ତୁରନ୍ତ ସାମିଲ କରିବା ସହିତ ପ୍ରୋତ୍ସାହନ ଦେବା ଦାବୀରେ ଚାଷୀମାନଙ୍କର ଧରଣା ଏବଂ ସତ୍ୟାଗ୍ରହ ଆନ୍ଦୋଳନ ଅନୁଷ୍ଠିତ ହେବ ବୋଲି ସଭାରେ ଘୋଷଣା କରାଯାଇଥିଲା ।

ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ସଂଯୋଜକ ଉମାକାନ୍ତ ଭାରତ, ଜଗତସିଂହପୁର ଜିଲ୍ଲା ସଞ୍ଜୋଜକ ଦୂର୍ଗାପ୍ରସାଦ ସ୍ୱାଇଁ , ଚାଷୀ ସଙ୍ଗଠକ ବାବୁରାମ ଚୌଧୁରୀ, ଦେବୀପ୍ରସାଦ ପଟ୍ଟନାୟକ, ବୀରେନ୍ଦ୍ର କୁମାର ବିଶ୍ୱାଳ, ନୂତନଚନ୍ଦ୍ର ତ୍ରିପାଠୀ, ମନୋଜ କୁମାର ପରିଜା, ବିଭୂପ୍ରସାଦ ଜେନା, ତରଣୀ ରାଉତ,ପ୍ରମୋଦ କୁମାର ଜେନା, ଶରତ କୁମାର ନାୟକ, ଜାନକୀ ମହାରଥା,ଧୀରେନ୍ଦ୍ର କୁମାର ସ୍ୱାଇଁ ପ୍ରମୁଖ ବୈଠକରେ ଅଂଶ ଗ୍ରହଣ କରି ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ କୁଜଙ୍ଗବ୍ଳକ ବିଭିନ୍ନ ପଂଚାୟତରୁ ଶତାଧିକ ଚାଷୀ ସଙ୍ଗଠକ ମାନେ ଅଂଶ ଗ୍ରହଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

ବାଣପୁର ବ୍ଲକ ସ୍ତରୀୟ ବନ୍ଦେମତରମ୍ ତାଲିମ ପ୍ରଶିକ୍ଷଣ

January 11, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

January 9, 2026
Latest News

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.