Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେତନ୍ୟାହୁଙ୍କ ନମସ୍ତେ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ଦେଲେ ଥରୁର୍‌
ଆଜିର ଖବର

ନେତନ୍ୟାହୁଙ୍କ ନମସ୍ତେ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ଦେଲେ ଥରୁର୍‌

March 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତନ୍ୟାହୁଙ୍କ ନମସ୍ତେ ମନ୍ତବ୍ୟକୁ ନେଇ କଂଗ୍ରେସ ନେତା ଶଶୀଥରୁର୍‌ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆମର ସମସ୍ତ ପରମ୍ପରାରେ ବିଜ୍ଞାନ ରହିଛି । ସେଥିପାଇଁ ତ ଭାରତ ମହାନ୍‌ ।

କରୋନା ଭାଇରସ୍‌ ସହ ଲଢିବା ପାଇଁ ଦୁନିଆର ସମସ୍ତ ବିଶେଷଜ୍ଞ ପରାମର୍ଶ ଦେବା ସହିତ ସତର୍କ ରହିବାକୁ ଉପଦେଶ ଦେଇଛନ୍ତି । ବିଶେଷକରି ଶାରିରୀକ ଭାବେ ଅନ୍ୟଠାରୁ ଦୂରତା ରଖିବାକୁ ପରାମର୍ଶ ଦିଆଯାଇଛି ।  ଏହା ମଧ୍ୟରେ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ କରୋନା ଭାଇରସରୁ ରୋକିବା ପାଇଁ ପଦକ୍ଷେପ ନେବା ଜରୁରୀ ବୋଲି କହିଛନ୍ତି । କିନ୍ତୁ କିଛି ଏପରି ଜିନିଷ ଅଛି, ଯାହାକୁ ନିଜ ଜୀବନରେ ଆଣିବା ଦରକାର । ପ୍ରଥମେ ହାତ ମିଳାଇବା ବନ୍ଦ କରିବା ଆବଶ୍ୟକ ବୋଲି କହିଛନ୍ତି । ଏବେ ସମେସ୍ତ ଭାରତୀୟ ତରିକାକୁ ଆପଣାଇ ଜଣେ ଅନ୍ୟକୁ ନମସ୍ତେ କହିବା ଉଚିତ୍‌ ବୋଲି କହିଛନ୍ତି ବେଞ୍ଜାମିନ୍‌ ।

ସୂଚନାଯୋଗ୍ୟ, ଦୁନିଆରେ 70ଟି ଦେଶ ଏବେ କରୋନା ଭାଇରସ୍‌ରେ ପ୍ରଭାବିତ ହୋଇଛନ୍ତି। ଏଥିରେ 3000ରୁ ଉର୍ଦ୍ଧ୍ବଙ୍କ ମୃତ୍ୟୁ ହୋଇଥିବାବେଳେ 90ହଜାରରୁ ଉର୍ଦ୍ଧ୍ବ ପ୍ରଭାବିତ ହୋଇଛନ୍ତି । ଭାରତରେ କରୋନା ଭାଇରସର 29ଟି କେଶ୍‌ ସାମ୍ନାକୁ ଆସିଛି ।

benjaminnetanyahu sashitharoor
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026
Latest News

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.