Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସଙ୍କଟରେ ବେଟୀ ବଚାଓ : କାକ୍‌ଟସ୍‌ କ୍ଷୀର ଦେଇ ଏକ ମାସର ଶିଶୁକନ୍ୟାକୁ ହତ୍ୟା
ଅପରାଧ

ସଙ୍କଟରେ ବେଟୀ ବଚାଓ : କାକ୍‌ଟସ୍‌ କ୍ଷୀର ଦେଇ ଏକ ମାସର ଶିଶୁକନ୍ୟାକୁ ହତ୍ୟା

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଦୁରାଇ : ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଦ୍ବାରା ସରକାରଙ୍କ ପକ୍ଷରୁ ଲିଙ୍ଗଗତ ବୈଷମ୍ୟ ଦୂର କରିବାକୁ ପ୍ରୟାସ କରାଯାଉଥିଲେ ମଧ୍ୟ ସାଧାରଣ ଲୋକଙ୍କ ଉପରେ ଏହାର କୌଣସି ପ୍ରଭାବ ପଡୁନାହିଁ । ସରକାରଙ୍କ ପକ୍ଷରୁ ବେଟୀ ବଚାଓ ବେଟ ପଢାଓର ନାରା ଦିଆଯାଉଥିବା ବେଳେ ତାମିଲନାଡୁର ମଦୁରାଇରେ ଏକ ଲୋମହର୍ଷଣକାରୀ ଘଟଣା ସମ୍ମୁଖକୁକ ଆସିଛି ।

ମାସକର ଶିଶୁକନ୍ୟାକୁ କାକ୍‌ଟସ୍‌ କ୍ଷୀର ପିଆଇ ମାରି ଦେଇଛନ୍ତି ରାକ୍ଷସ ମାତାପିତା । ମଦୁରାଇର ଚେକାନୁର୍ଣ୍ଣାଇ ଅଞ୍ଚଳର ପୁଲ୍ଲାନେରୀ ଅଞ୍ଚଳରେ ଏହି କାଣ୍ଡ ଘଟିଛି । ଜାନୁୟାରୀ 30 ତାରିଖରେ ଜନ୍ମିତ ଏହି ନବଜାତ କନ୍ୟାକୁ ନେଇ ଦମ୍ପତି ବୈରାମୁରୁଗନ୍‌(32) ଏବଂ ସୌମ୍ୟା(23) ଖୁସି ନଥିଲେ । ଏହାପରେ କାକ୍‌ଟସ୍‌ କ୍ଷୀର ଦେଇ ସେମାନେ ଝିଅଟିକୁ ହତ୍ୟ କରିଥିଲେ । ଗ୍ରାମବାସୀଙ୍କ ଅଭିଯୋଗ ପରେ ପୋଲିସ୍‌ ଉଭୟ ମାତା ପିତାଙ୍କୁ ଗିରଫ କରିଛି । (ଏଜେନ୍ସି)

death
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026
Latest News

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.