Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟେସ୍‌ ବ୍ୟାଙ୍କ ପୁନରୁଦ୍ଧାର ଯୋଜନା ପ୍ରକାଶ କଲା ଆରବିଆଇ : ନିବେଶ କରିବା ପାଇଁ ଆଗ୍ରହୀ ଏସ୍‌ବିଆଇ
ଆଜିର ଖବର

ୟେସ୍‌ ବ୍ୟାଙ୍କ ପୁନରୁଦ୍ଧାର ଯୋଜନା ପ୍ରକାଶ କଲା ଆରବିଆଇ : ନିବେଶ କରିବା ପାଇଁ ଆଗ୍ରହୀ ଏସ୍‌ବିଆଇ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା ପରେ ଆରବିଆଇ ପକ୍ଷରୁ ୟେସ୍‌ ବ୍ୟାଙ୍କର ପୁନରୁଦ୍ଧାର ଯୋଜନା ଘୋଷଣା କରାଯାଇଛି । ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ୟେସ୍‌ ବ୍ୟାଙ୍କରେ ନିବେଶ କରିବା ପାଇଁ ପ୍ରସ୍ତାବ ଦିଆଯାଇଥିବା ନେଇ ଆରବିଆଇ ଘୋଷଣା କରିଛି । ଏ ସମ୍ପର୍କରେ ଆଲୋଚନା ପରେ ସୋମବାର ସମ୍ପୂର୍ଣ୍ଣ ପୁନରୁଦ୍ଧାର ପ୍ରକ୍ରିୟା ଘୋଷଣା କରାଯିବ ବୋଲି ଆରବିଆଇ ପକ୍ଷରୁ କୁହାଯାଇଛି । ଏସ୍‌ବିଆଇ ୟେସ୍‌ ବ୍ୟାଙ୍କରେ ସମୁଦାୟ 24 ଶହ କୋଟି ନିବେଶ କରିବାର ପ୍ରସ୍ତାବ ଦେଇଛି । ୟେସ୍‌ ବ୍ୟାଙ୍କର 49 ପ୍ରତିଶତ ଅଂଶଧନ ଏସ୍‌ବିଆଇ କିଣିବାର ପ୍ରସ୍ତାବ ଦେଇଛି । ୟେସ୍‌ ବ୍ୟାଙ୍କର ନିବେଶକ ଏବଂ ଗ୍ରାହକ ମାନେ ଭୟଭୀତ ନହେବା ଉଚିତ୍‌ ବୋଲି ଆରବିଆଇ ପକ୍ଷରୁ ପ୍ରକାଶ କରାଯାଇଛି । (ଏଜେନ୍ସି)

rbi SBI yesbank
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

ନା ବିରାଟ, ନା ରୋହିତ…ଏହି ଭାରତୀୟ ଖେଳାଳିଙ୍କୁ ବୋଲିଂ କରିବା କଷ୍ଟ: ଜୋଫ୍ରା ଆର୍ଚରଙ୍କ ବଡ ବୟାନ

June 22, 2026

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026
Latest News

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

ନା ବିରାଟ, ନା ରୋହିତ…ଏହି ଭାରତୀୟ ଖେଳାଳିଙ୍କୁ ବୋଲିଂ କରିବା କଷ୍ଟ: ଜୋଫ୍ରା ଆର୍ଚରଙ୍କ ବଡ ବୟାନ

June 22, 2026

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.