Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫାଇନାଲ୍‌ରେ ଝୁଣ୍ଟିଲା ଭାରତ : ପଞ୍ଚମ ଥର ପାଇଁ ଅଷ୍ଟ୍ରେଲିଆ ବିଶ୍ବବିଜେତା
ଆଜିର ଖବର

ଫାଇନାଲ୍‌ରେ ଝୁଣ୍ଟିଲା ଭାରତ : ପଞ୍ଚମ ଥର ପାଇଁ ଅଷ୍ଟ୍ରେଲିଆ ବିଶ୍ବବିଜେତା

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମେଲବୋର୍ଣ୍ଣ : ଡିଫେଣ୍ଡିଂ ଚାମ୍ପିୟନ୍‌ ଅଷ୍ଟ୍ରେଲିଆ ପୁନର୍ବାର ବିଶ୍ବବିଜେତା ହୋଇଛି । ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ଫାଇନାଲ୍‌ ମ୍ୟାଚ୍‌ରେ ଭାରତକୁ ଏକତରଫା ଭାବରେ ପରାସ୍ତ କରି ପଞ୍ଚମ ଥର ପାଇଁ ଟାଇଟଲ୍‌ ହାସଲ କରିଛି । ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି 184 ରନ୍‌ ସଂଗ୍ରହ କରିଥିବା ବେଳେ ଭାରତ 99 ରନ୍‌ରେ ସମସ୍ତ ଓ୍ବିକେଟ୍‌ ହରାଇ ପରାଜୟ ବରଣ କରିଥିଲା । ଭାରତ ପକ୍ଷରୁ ଦୀପ୍ତି ଶର୍ମା ସର୍ବାଧିକ 30 ରନ୍‌ କରିଥିଲେ । ଅଷ୍ଟ୍ରେଲିଆ ଚମତ୍କାର ବୋଲିଂ ଏବଂ ଫିଲ୍‌ଡିଂ କରିଥିଲା, ଫଳସ୍ବରୂପ ଭାରତର 7 ଜଣ ବ୍ୟାଟ୍ସମ୍ୟାନ୍‌ ଦୁଇ ଅଙ୍କ ଛୁଇଁ ପାରିନଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ମେଗାନ୍‌ ସ୍ଚୁଟ୍‌ 18 ରନ୍‌ ବିନିମୟରେ 4ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଜେସ୍‌ ଜନ୍‌ସନ୍‌ 3ଟି ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଅନ୍ୟ ତିନି ବୋଲର ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପକ୍ଷରୁ ଦୁଇ ଓପ୍‌ନର ଆଲିସା ହିଲି ଏବଂ ବେଥ୍‌ ମୁନି ଅର୍ଦ୍ଧଶତକ ହାସଲ କରିବାରୁ ଦଳ 4 ଓ୍ବିକେଟ ହରାଇ 183 ରନ୍‌ ସଂଗ୍ରହ କରିଥିଲା । ଭାରତୀୟ ଫିଲ୍‌ଡରଙ୍କ ଦୁର୍ବଳ କ୍ଷେତ୍ରରକ୍ଷଣ କାରଣରୁ ହିଲି ଦୁଇଟି ଜୀବନଦାନ ପାଇବା ସହିତ 39ଟି ବଲ୍‌ରୁ 7ଟି ଚୌକା ଏବଂ 5ଟି ଛକ୍କା ସହାୟତାରେ 75 ରନ୍‌ ସଂଗ୍ରହ କରିଥିଲେ । ଅନ୍ୟତମ ଓପ୍‌ନର ବେଥ୍‌ ମୁନି 54 ଟି ବଲ୍‌ର ସମ୍ମୁଖୀନ ହୋଇ 10ଟି ଚୌକା ସହିତ 78 ରନ୍‌ ସଂଗ୍ରହ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ । ଆଲିସଦା ହିଲିଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଏବଂ ବେଥ୍‌ ମୁନିଙ୍କୁ ପ୍ଲେୟର୍‌ ଅଫ୍‌ ଦ ଟୁର୍ଣ୍ଣାମେଣ୍ଟ ଘୋଷଣା କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026
Latest News

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.