Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଅଲୋଡା ଶିଶୁ କନ୍ୟା : ଡ୍ରେନ୍‌ରୁ ମିଳିଲା ସଦ୍ୟଜାତ ଶିଶୁ କନ୍ୟା
ଆଜିର ଖବର

ପୁଣି ଅଲୋଡା ଶିଶୁ କନ୍ୟା : ଡ୍ରେନ୍‌ରୁ ମିଳିଲା ସଦ୍ୟଜାତ ଶିଶୁ କନ୍ୟା

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବଲାଙ୍ଗିର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶିଶୁ କନ୍ୟା ଅଲୋଡା ହୋଇଛି । ତୁଳସୀନଗରପଡା ଆୟୁର୍ବେଦିତ କଲେଜ ପଛପଟୁ ସଦ୍ୟଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ତୁଳସୀ ନଗରରେ ଏକ ଡ୍ରେନ୍‌ରେ ଶିଶୁ କନ୍ୟାଟିକୁ କେହି ଫିଙ୍ଗିଦେଇଥିବାର ଦେଖିବାକୁ ମିଳିଥିଲା । ଶିଶୁକନ୍ୟାକୁ ଉଦ୍ଧାର କରି ନିକଟସ୍ଥ ଆୟୁର୍ବେଦିକ କଲେଜ ହସ୍ପିଟାଲକୁ ନେଇଥିଲେ ସେହି ଅଞ୍ଚଳବାସୀ । ଶିଶୁକନ୍ୟାଟି ସୁସ୍ଥ ଥିବା ଜଣାପଡ଼ିଛି।  ଆଜି ସାରା ଦେଶରେ ମହିଳା ଦିବସ ପାଳନ କରାଯାଉଥିବାବେଳେ ପୁଣି ଶିଶୁ କନ୍ୟା ଡ୍ରେନ୍‌ରେ ଫିଙ୍ଗିବାକୁ ନେଇ ସହରରେ ଆଲୋଡନ ସୃଷ୍ଟି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026
Latest News

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.