Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହୁକୁଦରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ
ଆଞ୍ଚଳିକ

ମହୁକୁଦରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

March 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ନାକ୍ଟିଦେଉଳ ବ୍ଲକ୍ ବଳମ୍ ପଂଚାୟତର ମହୁକୁଦ ଗ୍ରାମଠାରେ ଗ୍ରାମ ମଙ୍ଗଳ ମହିଳା କମିଟି ଆନୁକୁଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମହିଳା କମିଟିର ସଦସ୍ୟ ବୃନ୍ଦ ଗ୍ରାମ ପଂଚାୟତ ପରିକ୍ରମା କରି ସଚେତନତା ମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ। ଗ୍ରାମର ମହିଳା ମାନେ ଗ୍ରାମ ପାର୍ଶ୍ବ ସଫେଇ କରିଥିଲେ। ମହିଳା କମିଟିର ସଭାନେତ୍ରୀ ଶୁନ୍ୟବାସୀ ନାୟକଙ୍କ ସଭାପତିତ୍ୱରେ ଏହ ସଭା ଅନୁଷ୍ଠିତ ହୋଇଥିଲା। ସଂପାଦିକା ପ୍ରତିମା ବିଶ୍ୱାଳ, ସୀମା ମହାନ୍ତି , ନର୍ମଦା ଧଳ, ଇନ୍ଦିରା ସାହୁ, ଶ୍ରାବଣୀ ପ୍ରଧାନ ପ୍ରମୁଖ ନାରୀ ସ୍ୱାଧୀନତା, ନାରୀ ସଶକ୍ତିକରଣ ଓ ନାରୀ ମାନଙ୍କ ସମସ୍ୟା ସଂପର୍କରେ ଆଲୋକପାତ କରିଥିଲେ। ସୀମା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ତର୍କ ପ୍ରତିଯୋଗିତା ଓ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025

ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

September 11, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025
Latest News

ଦୁବାଇର ଯୁବରାଜଙ୍କ ଦ୍ୱାରା ଆଇଆଇଏମ, ଅହମ୍ମଦବାଦ ଦୁବାଇ କ୍ୟାମ୍ପସ ଉଦଘାଟିତ

September 11, 2025

ବ୍ରାଉନସୁଗାର ଓ ନକଲି ବିଦେଶୀ ମଦ ଜବତ: ମା’ ପୁଅଙ୍କ ସମେତ ୪ ଗିରଫ

September 11, 2025

ନୋଟାରୀ ଓ ଆଇନଜୀବୀଙ୍କ ଲାଗି ହେବ ସ୍ୱତନ୍ତ୍ର ୱେବ ପୋର୍ଟାଲ: ଆଇନ ମନ୍ତ୍ରୀ କଲେ ସମୀକ୍ଷା

September 11, 2025

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025

ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୦ ନକ୍ସଲ ନିହତ

September 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.