Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେୟାର ମାର୍କେଟ୍ : 2357 ପଏଣ୍ଟ ତଳକୁ ଖସିଲା
ଆଜିର ଖବର

ସେୟାର ମାର୍କେଟ୍ : 2357 ପଏଣ୍ଟ ତଳକୁ ଖସିଲା

March 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କରୋନା ଭାଇରସ୍‌ ଓ ଅଶୋଧିତ ତୈଳ କାରଣରୁ ସୋମବାର ଦିନ ଭାରତୀୟ ସେୟାର ବଜାର ନିମ୍ନଗାମୀ ହୋଇଛି । ସେନସେକ୍ସ ପ୍ରାୟ 2357 ପଏଣ୍ଟ ଖସିଯାଇଛି । ସେହିପରି ନିଫ୍‌ଟୀରେ ପ୍ରାୟ 600 ପଏଣ୍ଟ ତଳକୁ ଖସିଛି । କିନ୍ତୁ ୟେସ୍‌ ବ୍ୟାଙ୍କର ସେୟାରେ 34 ପ୍ରତିଶତ ଅଭିବୃଦ୍ଧି ଘଟିଛି । ସୋମବାର ସକାଳ 9ଟା ସମୟରେ ସେନ୍‌ସେକ୍ସ 1169.74 ଅଙ୍କରୁ ଖସି 36,406.88ରେ ପହଞ୍ଚିଥିବାବେଳେ ଅପରାହ୍ନ 1ଟାରେ ସେନସେକ୍ସ 2200 ଅଙ୍କ ତଳକୁ ଖସି 35,547.27ରେ ରହିଛି । ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହଠାତ୍‌ ୩୦% ହ୍ରାସ ପାଇବାରୁ ସେୟାର ବଜାରରେ ଏହାର ପ୍ରଭାବ ପଡିଛି ।

ପୂର୍ବରୁ ଶୁକ୍ରବାର ଦିନ ମଧ୍ୟ ସେୟାର ବଜାରରେ ମଧ୍ୟ ଅହେତୁକ ହ୍ରାସ ହୋଇଥିଲା । କରୋନା ଭାଇରସ୍‌ ଓ ୟେସ୍‌ ବ୍ୟାଙ୍କ ସଂକଟର ପ୍ରଭାବ ସେୟାର ବଜାର ଉପରେ ପଡିଛି । କୋରୋନା ଭାଇରସ୍‌ ପ୍ରଭାବରେ କେବଳ ଭାରତ ନୁହେଁ ସମଗ୍ର ବିଶ୍ବର ଅର୍ଥନୀତିରେ ଶୀଥିଳତା ଦେଖାଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026

‘ଛାତ୍ରଛାତ୍ରୀମାନଙ୍କୁ ହତ୍ୟା କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲା?’: ରାହୁଲ ଗାନ୍ଧୀଙ୍କ ଗୃହମନ୍ତ୍ରୀଙ୍କୁ ଚିଠି

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଆନ୍ନା ହଜାରେଙ୍କ ପ୍ରତିକ୍ରିୟା: ଆନ୍ଦୋଳନକୁ ନେଇ ଦେଲେ ବଡ଼ ବିବୃତ୍ତି

July 26, 2026
Latest News

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026

‘ଛାତ୍ରଛାତ୍ରୀମାନଙ୍କୁ ହତ୍ୟା କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲା?’: ରାହୁଲ ଗାନ୍ଧୀଙ୍କ ଗୃହମନ୍ତ୍ରୀଙ୍କୁ ଚିଠି

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଆନ୍ନା ହଜାରେଙ୍କ ପ୍ରତିକ୍ରିୟା: ଆନ୍ଦୋଳନକୁ ନେଇ ଦେଲେ ବଡ଼ ବିବୃତ୍ତି

July 26, 2026

ବିଜେଡି ଛାଡି ବିଜେପିରେ ମିଶିଲେ କଳାହାଣ୍ଡିର ନେତା ପୁଷ୍ପେନ୍ଦ୍ର ସିଂହଦେଓ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.