Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିକ୍ଚର ଏବେ ବି ବାକି ଅଛି : ନକୁଲନାଥ
ଆଜିର ଖବର

ପିକ୍ଚର ଏବେ ବି ବାକି ଅଛି : ନକୁଲନାଥ

March 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମେତ 22 ଜଣ ବିଧାୟକ ଇସ୍ତଫା ଦେବା ପରେ କମଲନାଥ ସରକାର ଏବେ ଘୋର ସଂକଟରେ । ତେବେ କଂଗ୍ରେସ ବିଧାନସଭାରେ ବହୁମତ ସାବ୍ୟସ୍ତ କରିବା ନେଇ ଦାବି ରଖିଛି ।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପୁତ୍ର ତଥା ଛିନ୍ଦଓ୍ବାଡ ସାଂସଦ ନକୁଲନାଥ କହିଛନ୍ତି ଯେ, ତାଙ୍କୁ ପୂରା ଭରସା ରହିଛି ମଧ୍ୟପ୍ରଦେଶ ସରକାର ସୁରକ୍ଷିତ ରହିଛି ଓ ରହିବ । ବିଧାୟକଙ୍କୁ ଧୋକ୍କା ଦେଇ ବେଙ୍ଗାଲୁରୁ ନିଆଯାଇଛି । ବିଧାୟକଙ୍କ ଇସ୍ତଫା ଏପର୍ଯ୍ୟନ୍ତ ମଞ୍ଜୁର ହୋଇନାହିଁ ।

ନକୁଲନାଥ କହିଛନ୍ତି ଯେ, ବିଧାନସଭାର ବାଚସ୍ପତି କହିଛନ୍ତି ଯେ, ଯେଉଁ ବିଧାୟକମାନେ ଇସ୍ତଫା ଦେବାକୁ ଚାହୁଁଛନ୍ତି ସେମାନେ ବ୍ୟକ୍ତିଗତ ଭାବେ ବିଧାନସଭାରେ ଇସ୍ତଫା ଦେବେ । କାଲି ବିଜେପି ନେତା ଆମ ବିଧାୟକଙ୍କ ଇସ୍ତଫା ପତ୍ର ନେଇ ବାଚସ୍ପତିଙ୍କ ପାଖରେ ପହଞ୍ଚିଥିଲେ । ଏହାତ ଏପରି ଲାଗୁଛି ଯେ, ପିଏମ୍‌ ନରେନ୍ଦ୍ର ମୋଦି ଓ ଅମିତ୍‌ ଶାହା ଇସ୍ତଫା ଦେଲେ ଓ ଅଧୀର ରଂଜନ ଚୌଧୁରୀ ତାଙ୍କ ଇସ୍ତଫା ପତ୍ର ନେଇ ଲୋକସଭା ଅଧ୍ୟକ୍ଷଙ୍କ ପାଖରେ ପହଞ୍ଚିଲେ । ଏହା ତ ମଜାକ୍‌ ଅଟେ । ପିକଚର୍‌ ଏବେ ବାକି ଅଛି ବୋଲି କହିଛନ୍ତି ନକୁଲନାଥ ।

ସୂଚନାଯୋଗ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ସାକ୍ଷାତ କରି କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଏବେ ସିନ୍ଧିଆ ବିଜେପିରେ ସାମିଲ୍‌ ହେବେ ବୋଲି ସୂଚନା ରହିଛି । ବିଜେପି ସିନ୍ଧିଆକୁ ରାଜ୍ୟସଭା ପଠାଇବା ବା କ୍ୟାବିନେଟ୍‌ ମନ୍ତ୍ରୀ ବନାଇବା ଅନୁମାନ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026
Latest News

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.