Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସ୍ତ୍ରୀଙ୍କ ପାଇଁ ଦୁଇ ସ୍ବାମୀ କଲେ ଅଜବ ବୁଝାମଣା
ଅନ୍ତରାଷ୍ଟ୍ରୀୟ

ସ୍ତ୍ରୀଙ୍କ ପାଇଁ ଦୁଇ ସ୍ବାମୀ କଲେ ଅଜବ ବୁଝାମଣା

March 12, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଲାହୋର  : ଜଣେ ସ୍ବାମୀଙ୍କର ଦୁଇଟି ସ୍ତ୍ରୀ ରହିଥିବାର ଶୁଣାଯାଇଥାଏ । କିନ୍ତୁ ସ୍ତ୍ରୀଙ୍କର ଦୁଇଟି ସ୍ବାମୀ ରହିଥିବାର ଖବର ସାମ୍ନାକୁ ଆସିଛି । ସ୍ବାମୀଙ୍କ ପାଇଁ ଦୁଇଜଣ ସ୍ତ୍ରୀ ନିଜ ମଧ୍ୟରେ ବୁଝାମଣା କରିଥାନ୍ତି । କିନ୍ତୁ ଜଣେ ସ୍ତ୍ରୀ ପାଇଁ ଦୁଇ ଜଣ ସ୍ବାମୀ ବୁଝାମଣା କହିଛନ୍ତି ।

ଏହି ଘଟଣାର ପାକିସ୍ତାନର ଲହୋର ଅଞ୍ଚଳର ବୋଲି ଜଣାପଡିଛି । ଏଠାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ତାଙ୍କ ପ୍ରଥମ ସ୍ବାମୀଙ୍କ ନିକଟକୁ ପଠାଇଛନ୍ତି । ସ୍ତ୍ରୀ ଗର୍ଭବତୀ ଥିବାବେଳେ ପ୍ରଥମ ସ୍ବାମୀ ଜଣକ ତାଙ୍କର ଉତ୍ତମ ଦେଖାରଖା କରିପାରିବେ ବୋଲି ଦ୍ବିତୀୟ ସ୍ବାମୀ ଜଣକ ଏପରି ନିଷ୍ପତ୍ତି ନେଇଛନ୍ତି ।

ଦୁଇଜଣ ସ୍ବାମୀ ଜଣକ ଏହା ସମ୍ପର୍କରେ ପୋଲିସ ଥାନାରେ ଲିଖିତ ବୟାନ ଦେଇଛନ୍ତି । ମହିଳାଙ୍କ ଦ୍ବିତୀୟ ସ୍ବାମୀ ବୁଝାମୁଣା ଚୁକ୍ତିରେ ଲେଖିଛନ୍ତି ଯେ – ତାଙ୍କ ସ୍ତ୍ରୀଙ୍କର ପ୍ରଥମ ସ୍ବାମୀଙ୍କଠାରୁ ଚାରିଜଣ ସନ୍ତାନ ଅଛନ୍ତି । ସେହି ସନ୍ତାନମାନଙ୍କର ଠିକ୍‌ ଭାବରେ ଦେଖାରେଖା ହୋଇପାରୁନଥିବାରୁ ସେ ବ୍ୟସ୍ତ ରହୁଥିଲେ । ଏଥିପାଇଁ ସେ ତାଙ୍କ ସ୍ତ୍ରୀଙ୍କ ସହମତିରେ ତାଙ୍କୁ ପ୍ରଥମ ସ୍ବାମୀଙ୍କ ନିକଟକୁ ପଠାଇଛନ୍ତି । ଏବେ ତାଙ୍କ ସ୍ତ୍ରୀ ଗର୍ଭବତୀ ଥିବାବେଳେ ସେ ଯେକୌଣସି ସମୟରେ ଆସି ତାଙ୍କ ସ୍ତ୍ରୀଙ୍କ ସହିତ ସାକ୍ଷାତ ଦେଖାକରି ପାରିବେ । ଏବଂ ଏକ ବର୍ଷ ପରେ ତାଙ୍କ ସନ୍ତାନକୁ ନେଇ ପାରିବେ । ସନ୍ତାନ ଜନ୍ମ ହେବା ପର୍ଯ୍ୟନ୍ତ ତାଙ୍କ ସ୍ତ୍ରୀ ପ୍ରଥମ ସ୍ବାମୀଙ୍କ ସହିତ ରହିବେ ।

ସେହିପରି ପ୍ରଥମ ସ୍ବାମୀ ଜଣକ ମଧ୍ୟ କହିଛନ୍ତି ଯେ, ସେ ତାଙ୍କ ସ୍ତ୍ରୀଙ୍କୁ ଏପରି ଦୁଃଖୀ କିମ୍ବା ବ୍ୟସ୍ତ ହେଉଥିବାର ଦେଖିପାରିବେ ନାହିଁ ସେଥିପାଇଁ ସେ ଏହି ବୁଝାମଣାରେ ସମର୍ଥନ କରିଛନ୍ତି । ଏହି ବୁଝାମଣାରେ ଦୁଇଜଣ ଯାକ ସ୍ବାମୀ କହିଛନ୍ତି ଯେ, ସେ ଏପରି ବୁଝାମଣା କେବଳ ତାଙ୍କ ସ୍ତ୍ରୀଙ୍କ ପାଇଁ ହିଁ କରିଛନ୍ତି, ସେ ଯେପରି ପିଲାମାନଙ୍କ ସହିତ ଖୁସିରେ ରହିପାରିବେ ସେଥିପ୍ରତି ଧ୍ୟାନ ଦେଇ ସେ ଏପରି ଏକ ବୁଝାମଣାରେ ସହମତି ଜଣାଇଛନ୍ତି ।

condition husband wife
Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.