Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହା ହେବାକୁ ଯାଉଥିବାବେଳେ, ରାସ୍ତାରୁ ବରକୁ ଅପହରଣ କଲେ ଦୁର୍ବୃତ୍ତ
ଆଜିର ଖବର

ବାହା ହେବାକୁ ଯାଉଥିବାବେଳେ, ରାସ୍ତାରୁ ବରକୁ ଅପହରଣ କଲେ ଦୁର୍ବୃତ୍ତ

March 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
180416104

ସମୀକ୍ଷା ବ୍ୟୁରୋ

ଆଠଗଡ : ବାହାହେବାକୁ ଯାଉଥିବା ବରକୁ ଅପହରଣ କରିନେଇଛନ୍ତି କିଛି ଦୁର୍ବୃତ୍ତ । ମଝି ରାସ୍ତାରେ ଗାଡ଼ି ଅଟକାଇ ବରକୁ ଉଠାଇ ନେଲେ ଦୁର୍ବୃତ୍ତ। ସାପୁଆ ପୋଲ ଉପରୁ ଜବରଦସ୍ତ ଉଠାଇ ନେଇଛନ୍ତି ଦୁର୍ବୃତ୍ତ। ସାତ/ଆଠ ଜଣ ଦୁର୍ବୃତ୍ତ ବୋଲେରୋରେ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ଅପହରଣ ନେଇ ଆଠଗଡ ଥାନାରେ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଢେଙ୍କାନାଳରୁ ଆଠଗଡ ଆସୁଥିଲେ। ସାଙ୍ଗରେ ମଧ୍ୟ ବରଯାତ୍ରୀ ରହିଥିଲେ । ତେବେ ବରକୁ କିଏ କ’ଣ ପାଇଁ ଉଠାଇ ନେଇଛନ୍ତି, ଏସମ୍ପର୍କରେ କିଛି ଜଣାପଡିନାହିଁ।

ଦୁର୍ବୃତ୍ତ ବର
Share. Facebook Twitter LinkedIn Email WhatsApp Copy Link

Related Posts

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Latest News

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.