Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କୁ ଅସଦାଚରଣ ଅଭିଯୋଗ
ଆଜିର ଖବର

ମହିଳାଙ୍କୁ ଅସଦାଚରଣ ଅଭିଯୋଗ

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଂଜିତ୍‌ ପଣ୍ଡା
କୁଜଙ୍ଗ : କୁଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡକିପୁର ଗ୍ରାମରେ ଗତକାଲି ଜନୈକା ମହିଳାଙ୍କୁ ସ୍ଥାନୀୟ ଜଣେ ଯୁବକ ଅସଦାଚରଣ କରିଥିବାନେଇ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ୮୪/୨୦ ସଂଖ୍ୟାରେ ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଥିବା ଜଣାପଡ଼ିଛି। ଅଭିଯୋଗରୁ ପ୍ରକାଶ ଯେ, ଗତକାଲି ପ୍ରାୟ ରାତି ଦଶଟା ସମୟରେ ମହିଳାଙ୍କ ଘରକୁ ସ୍ଥାନୀୟ ବିକାଶ ବେହେରା ପ୍ରାୟ ରାତି ଦଶଟା ସମୟରେ ଯାଇଥିଲେ। ତାଙ୍କର ସ୍ୱାମୀକୁ ଖୋଜିବା ବାହାନାରେ ଯାଇଥିବା ଏହି ଯୁବକ ଜଣକ ସ୍ୱାମୀ ଘରେ ନଥିବା ଜାଣି ସମ୍ପୃକ୍ତ ମହିଳାଙ୍କୁ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ବୋଲି ସେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ତେବେ ଅଭିଯୁକ୍ତଙ୍କୁ ଗିରଫ କରାଯାଇନଥିବା ଜଣାପଡ଼ିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ରାଜ୍ୟରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ

August 22, 2025

ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

August 22, 2025

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶୁକ୍ରବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2025
Latest News

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ରାଜ୍ୟରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ

August 22, 2025

ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

August 22, 2025

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶୁକ୍ରବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2025

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.