Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲ୍‌ର ଗଭର୍ଣ୍ଣିଂ କାଉନ୍‌ସିଲ୍‌ ବୈଠକ ଆରମ୍ଭ : ଆସିପାରେ କିଛି ବଡ ନିଷ୍ପତ୍ତି
ଆଜିର ଖବର

ଆଇପିଏଲ୍‌ର ଗଭର୍ଣ୍ଣିଂ କାଉନ୍‌ସିଲ୍‌ ବୈଠକ ଆରମ୍ଭ : ଆସିପାରେ କିଛି ବଡ ନିଷ୍ପତ୍ତି

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ ଯୋଗୁଁ ଏବେ ଆଇପିଏଲ୍‌ରେ ଲାଗିଛି ଗ୍ରହଣ । ଆଜି ମୁମ୍ବାଇଠାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଗଭର୍ଣ୍ଣିଂ କାଉନ୍‌ସିଲିଂ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ କରୋନା ଭାଇରସ୍‌ ଯୋଗୁଁ ଚଳିତ ସିଜିନ୍‌ରେ କିଛି ବଡ ଧରଣର ବଦଳ କରିବା ନେଇ ଚର୍ଚ୍ଚା ହୋଇପାରେ ବୋଲି ଅନୁମାନ କରାଯାଉଛି । ଏହି ବୈଠକରେ ଆଇପିଏଲ୍‌ର ଅଧିକାରୀଙ୍କ ବ୍ୟତୀତ ସମସ୍ତ ଆଠଟି ଦଳର ପ୍ରତିନିଧିମାନେ ଅଂଶଗ୍ରହଣ କରୁଛନ୍ତି । ଏହି ବୈଠକରେ ସୌରଭ ଗାଙ୍ଗୁଲିଙ୍କ ସହ ମୁମ୍ବାଇ ଇଣ୍ଡିଆନ୍ସର ମାଲିକ ଆକାଶ ଅମ୍ବାନୀ ଓ କେକେଆର ମାଲିକ ଶାହରୁଖ ଖାନ୍‌ ମଧ୍ୟ ଉପସ୍ଥିତ ରହିଛନ୍ତି ।

ସୂଚନାଯୋଗ୍ୟ, ଆଇପିଏଲ୍‌ର ଗଭର୍ଣ୍ଣିଂ କାଉନ୍‌ସିଲ୍‌ ମିଟିଂ ପୂର୍ବରୁ ଚଳିତ ଆଇପିଏଲ୍‌ ସିଜିନ୍‌ର ତାରିଖକୁ ଆଗକୁ ବୃଦ୍ଧି କରାଯାଇଛି । କରୋନା ଯୋଗୁଁ ଆଇପିଏଲ୍‌ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି । ଆଇପିଏଲ୍‌ର ନୂଆ ସିଜିନ୍‌ ମାର୍ଚ୍ଚ 29ରେ ଆରମ୍ଭ ହେବାକୁ ଥିଲା । କିନ୍ତୁ ଗତକାଲି ଏହାକୁ ଏପ୍ରିଲ୍‌ 15ରୁ ଆରମ୍ଭ କରାଯିବ ବୋଲି ଘୋଷଣା କରାଯାଇଛି ।

କରୋନା ଭାଇରସ୍‌ ଯୋଗୁଁ ଚଳିତ ଆଇପିଏଲ୍‌ ସିଜିନ୍‌କୁ ରଦ୍ଦ କରିବା ନେଇ ବିସିସିଆଇ ଉପରେ ଚାପ ରହିଥିବା ଜଣାଯାଇଛି ।  ନିକଟରେ ଦିଲ୍ଲୀ ସରକାର ଓ ମହାରାଷ୍ଟ୍ର ସରକାରଙ୍କ ନିଷ୍ପତ୍ତି ଯୋଗୁଁ ବିସିସିଆଇର ମୁସ୍କିଲ୍‌ ବଢିବାରେ ଲାଗିଛି ।

ମହାରାଷ୍ଟ୍ର ସରକାର ରାଜ୍ୟରେ ଆଇପିଏଲ୍‌ ଟିକେ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ସେହିପରି ଦିଲ୍ଲୀ ସରକାର ରାଜ୍ୟରେ ଆଇପିଏଲ୍‌ ମ୍ୟାଚ୍‌ ଉପରେ ରୋକ୍‌ ଲାଗିଛନ୍ତି । ଏତଦ୍‌ବ୍ୟତୀତ ବିଦେଶୀ ଖେଳାଳୀଙ୍କ ଭିସାକୁ ନେଇ ଏହି ବୈଠକରେ ଚର୍ଚ୍ଚା ହୋଇପାରେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025

‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ

December 16, 2025
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025

‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.