Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାନହନ୍ତୁଆଡରେ ଜିଲ୍ଲାସ୍ତରୀୟ ଏକଦିବସୀୟ ଭଲିବଲ୍‌ ଟୁର୍ଣ୍ଣାମେଣ୍ଟ : ସୋରଣ ଚାମ୍ପିୟନ୍‌
ଆଞ୍ଚଳିକ

ସାନହନ୍ତୁଆଡରେ ଜିଲ୍ଲାସ୍ତରୀୟ ଏକଦିବସୀୟ ଭଲିବଲ୍‌ ଟୁର୍ଣ୍ଣାମେଣ୍ଟ : ସୋରଣ ଚାମ୍ପିୟନ୍‌

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର : ବାଣପୁର ବ୍ଲକ୍‌ ଅନ୍ତର୍ଗତ ସାନହନ୍ତୁଆଡରେ ଏକଦିବସୀୟ ଜିଲ୍ଲାସ୍ତରୀୟ ଭଲିବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ସାନହନ୍ତୁଆଡ ସ୍ପୋର୍ଟସ୍‌ ଆସୋସିଏନ୍‌ ଗ୍ରାଉଣ୍ଡ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଦିବାରାତ୍ର ଟୁର୍ଣ୍ଣାମେଣ୍ଟରେ ସୋରଣ ଚାମ୍ପିୟନ୍‌ ହୋଇଛି । ଟୁର୍ଣ୍ଣାମେଣ୍ଟରେ ସମୁଦାୟ 8ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ସୋରଣ ଏବଂ ଦକ୍ଷିତପଡା ଫାଇନାଲ୍‌ରେ ପ୍ରବେଶ କରିଥିଲେ । ଫଇନାଲ୍‌ରେ ସୋରଣ ଦକ୍ଷିତପଡାକୁ ପରାଜିତ କରିଛି । ତିନି ସେଟ୍‌ ବିଶିଷ୍ଟ ମ୍ୟାଚ୍‌କୁ ସୋରଣ 2-0ରେ ଅନାୟାସରେ ବିଜୟୀ ହେବା ସହିତ ଟାଇଟଲ୍‌ ହାତେଇଥିଲା ।

ସ୍ଥାନୀୟ ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବିଜୟୀ ଦଳକୁ ପୁରସ୍କୃତ କରିବା ସହିତ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ଖୋର୍ଦ୍ଧା ଜିଲ୍ଲା ସାଂସଦ ପ୍ରତିନିଧି ମାନସ ପ୍ରଧାନ, ବିଧାୟକ ପ୍ରତିନିଧି ଗୋପୀନାଥ ମହାରଣା, ବ୍ଲକ୍‌ ଉପାଧ୍ୟକ୍ଷ ଅଜୟ କୁମାର ରାଉଳ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କ୍ରୀଡାବିତ୍‌ଙ୍କୁ ଉତ୍ସାହିତ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.