Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାଭାଇରସ୍ ରୋଗୀ ଏବଂ ତାଙ୍କ ପରିବାର ବିରୋଧରେ ମାମଲା ରୁଜୁ କଲା ଜିଲ୍ଲା ପ୍ରଶାସନ
ଆଜିର ଖବର

କରୋନାଭାଇରସ୍ ରୋଗୀ ଏବଂ ତାଙ୍କ ପରିବାର ବିରୋଧରେ ମାମଲା ରୁଜୁ କଲା ଜିଲ୍ଲା ପ୍ରଶାସନ

March 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଗ୍ରା: ଜଣେ କରୋନାଭାଇରସ୍ ରୋଗୀ ଏବଂ ତାଙ୍କ ପରିବାର ବିରୋଧରେ ମାମଲା ଦାୟର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ଉତ୍ତରପ୍ରଦେଶର ଆଗ୍ରା ଜିଲ୍ଲାରେ ହୋଥିବାର ସୂଚନା ରହିଛି। କରୋନାଭାଇରସ୍ ରୋଗୀ ଏବଂ ତାଙ୍କ ପରିବାର ବିରୋଧରେ ଆଗ୍ରା ଜିଲ୍ଲା ପ୍ରଶାସନ ଦ୍ଵାରା ଏହି ମାମଲା ରୁଜୁ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆଗ୍ରା କ୍ୟାଣ୍ଟନମେଣ୍ଟ ରେଳ କଲୋନୀରେ ରହୁଥିବା  ଏକ ଦମ୍ପତି ହନିମୁନ୍‌ ପାଇଁ ନିକଟରେ ଇଟାଲୀ ଯାଇଥିଲେ। ସେମାନେ ଫେରିବା ପରେ ତାଙ୍କ ସ୍ୱାମୀ ବେଙ୍ଗାଲୁରୁରେ ଭାଇରସ ପରୀକ୍ଷା କରି ରିପୋର୍ଟ ଆସିବା ପୂର୍ବରୁ ସେ ତାଙ୍କ ପରିବାରକୁ ଫେରିଥିଲେ। ତେବେ ପରୀକ୍ଷା ରିପୋର୍ଟରେ ତାଙ୍କର କରୋନାଭାଇରସ୍ ପଜିଟିଭ ଜଣାପଡିଥିଲା। ସ୍ୱାସ୍ଥ୍ୟ ବିଭାଗର ସଦସ୍ୟଙ୍କ ଏକ ଟିମ୍ ଯିଏ ତତ୍କାଳୀନ ସନ୍ଦିଗ୍ଧ ରୋଗୀଙ୍କ ଘରେ ପହଞ୍ଚି ତାଙ୍କ ଅବସ୍ଥା ବିଷୟରେ ପଚାରିବାରୁ ପୀଡିତ ରୋଗୀଙ୍କ ସ୍ତ୍ରୀ ଏହି ବାବଦରେ ଲୁଚାଇଥିଲେ।

ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗ୍ରା ସଦର ବଜାର ପୋଲିସ ଷ୍ଟେସନରେ ସିଆରପିସି ର ଧାରା ୨୬୯ ଏବଂ ୨୭୦ ଅନୁଯାୟୀ ମାମଲା ରୁଜୁ କରାଯାଇଛି।

ଗତ ସପ୍ତାହରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କରୋନାଭାଇରସକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ସମଗ୍ର ବିଶ୍ୱରେ ଅତି କମରେ ୧,୪୫,୩୭୪ଜଣ ଏହି ରୋଗରେ ଆକ୍ରାନ୍ତ ହୋଇଥିବାବେଳେ ୫,୪୦୦ରୁ ଉର୍ଦ୍ଧ୍ଵ ଲୋକ ଏହି ଜୀବାଣୁ ଯୋଗୁଁ ପ୍ରାଣ ହରାଇଛନ୍ତି। ଏପର୍ଯ୍ୟନ୍ତ ଭାରତରେ ୧୦୭ ରୁ ଅଧିକ ମାମଲା ଚିହ୍ନଟ ହୋଇଛି। (ଏଜେନ୍ସି)

coronavirus
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026

ମିଶନ ପୋଷଣ ୨.୦: ସ୍ମାର୍ଟଫୋନ୍ ପ୍ରଦାନ ଦ୍ୱାରା ସଶକ୍ତ ହେଉଛନ୍ତି କର୍ମଚାରୀ

March 18, 2026

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ଉତ୍କଳ ଦିବସ -୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 18, 2026
Latest News

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026

ମିଶନ ପୋଷଣ ୨.୦: ସ୍ମାର୍ଟଫୋନ୍ ପ୍ରଦାନ ଦ୍ୱାରା ସଶକ୍ତ ହେଉଛନ୍ତି କର୍ମଚାରୀ

March 18, 2026

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ଉତ୍କଳ ଦିବସ -୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 18, 2026

୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ‘କ୍ଷୁଦ୍ର ଜଳ ବିଦ୍ୟୁତ୍ ବିକାଶ ଯୋଜନା’କୁ କ୍ୟାବିନେଟ ମଞ୍ଜୁରି

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.