Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦ : ମାର୍ଚ୍ଚ ୫କୁ ଘୁଞ୍ଚିଲା ଶୁଣାଣୀ
ଆଜିର ଖବର

ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦ : ମାର୍ଚ୍ଚ ୫କୁ ଘୁଞ୍ଚିଲା ଶୁଣାଣୀ

February 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଚ୍ଚତମ ନ୍ୟାୟାଳୟ ଅଯୋଧ୍ୟାର ରାମ ଜନ୍ମଭୂମି ଓ ବାବ୍ରୀ ମସଜିଦ୍‌ ଭୂମି ବିବାଦର ମଧ୍ୟସ୍ଥତା ପୂର୍ବକ ସମାଧାନ ପାଇଁ ଏହାର ଶୁଣାଣୀକୁ ମାର୍ଚ୍ଚ ୫ ତାରିଖକୁ ଘୁଞ୍ଚାଇଛନ୍ତି । ମୁଖ୍ୟ ନ୍ୟାୟଧୀଶ ରଂଜନ ଗୋଗେଇଙ୍କ ଅଧ୍ୟକ୍ଷତାରେ ପାଞ୍ଚଜଣିଆ ସମ୍ବିଧାନ ପୀଠ ଏହି ମାମଲାର ଶୁଣାଣୀ କରି ଏହାକୁ ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ଏହି ପ୍ରସ୍ତାବ ଉପରେ ନ୍ୟାୟଳୟ କହିଥିଲେ ଯେ, ଅଯୋଧ୍ୟାର ରାମ ଜନ୍ମଭୂମି- ବାବ୍ରୀ ମସଜିଦ୍‌ ବିବାଦର ସମଧାନ ଯଦି ମଧ୍ୟସ୍ଥତା ଜରିଆରେ ହୋଇ ପାରିବାର ୧ ପ୍ରତିଶତ ବି ସମ୍ଭାବନା ରହିଥାଏ ତେବେ ତାକୁ ଖୋଜି ବାହାର କରିବା ଆବଶ୍ୟକ ଏବଂ ତାହାକୁ ପ୍ରଥମେ ପ୍ରଥମେ ଅଗ୍ରାଧିକାରୀ ଦିଆଯିବ । ନ୍ୟାୟାଳୟଙ୍କ ଏହି ପ୍ରସ୍ତାବ ଉପରେ ରାମଲଲାଙ୍କ ତରଫରୁ ଓକିଲ ସି.ଏସ୍‌.ବୈଦନାଥନ୍‌ ବିରୋଧ କରିବା ସହିତ ପ୍ରଥମେ ଅସଫଳ ରହିଥିଲେ । ଅନ୍ୟ ହିନ୍ଦୁ ପକ୍ଷଧାରୀଙ୍କ ତରଫରୁ ବରିଷ୍ଠ ଅଧିବକ୍ତା ଦୁଷ୍ମନ୍ତ ଦେବ ମଧ୍ୟ ମଧ୍ୟସ୍ଥତାର ବିରୋଧ କରିଥିଲେ । କିନ୍ତୁ ମୁସଲିମ୍‌ ପକ୍ଷଧାରୀଙ୍କ ତରଫରୁ ବରିଷ୍ଠ ଅଧିବକ୍ତା ରାଜବୀ ଧଓ୍ବନ ମଧ୍ୟସ୍ଥତା ଉପରେ କୌଣସି ଆପତ୍ତି ଉଠାଇନଥିଲେ ।  ନ୍ୟାୟାଳୟ ମଧ୍ୟସ୍ଥତା ମାମଲା ଉପରେ ଆଦେଶ ପାଇଁ ଏହାର ଆଗାମୀ ଶୁଣାଣୀ ମାର୍ଚ୍ଚ ୫ ତାରିଖକୁ ଧାର୍ଯ୍ୟ କରିଛନ୍ତି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026
Latest News

ଜାତୀୟ ଆୟୁର୍ବେଦ କଂଗ୍ରେସ ପ୍ରତିଷ୍ଠା ଦିବସ, ୨୪ ତାରିଖରେ ହେବ ପାଳନ

May 22, 2026

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.