Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସତର୍କତା : ବସ୍‌ରେ ଓଭରଲୋଡିଂ ମନା
ଆଜିର ଖବର

କରୋନା ସତର୍କତା : ବସ୍‌ରେ ଓଭରଲୋଡିଂ ମନା

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ବସ୍‌ରେ ଓଭରଲୋଡିଂକୁ ମନା କରାଯାଇଛି। ବସ୍‌ରେ ଓଭରଲୋଡିଂ ନ କରିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସରକାରୀ ଓ ବେସରକାରୀ ବସ୍‌ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବସ୍‌ର ଡ୍ରାଇଭରଙ୍କ ସହ ସମସ୍ତ କର୍ମଚାରୀ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ସିଟ୍‌ଠାରୁ ଅଧିକ ଲୋକ ବସ୍‌ରେ ନ ନେବାକୁ ମନା କରାଯାଇଛି। ଗାଇଡ୍‌ ଲାଇନ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇସାରିବା ପରେ ଏନେଇ ରାଜ୍ୟ ସରକାର ଅଧିକ ସତର୍କ ହୋଇଛନ୍ତି। ଟୁଇନ୍‌ ସିଟିରେ ସମସ୍ତ ସପିଂ ମଲ୍‌କୁ ବନ୍ଦ କରାଯିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁଲଭ ମୂଲ୍ୟର ବ୍ରଡବ୍ୟାଣ୍ଡ, ୟୁପିଆଇ ଏବଂ ଡିଜିଟାଲ ପ୍ରଶାସନ କ୍ଷେତ୍ରରେ ଭାରତର ପ୍ରଗତି

August 22, 2025

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ୧୯ତମ ସଂସ୍କରଣ ଆରମ୍ଭ

August 22, 2025

ଓଡ଼ିଶାରେ ଉତ୍ପାଦିତ ମାଣ୍ଡିଆର ବିଶେଷ ଚାହିଦା

August 22, 2025

ରେକର୍ଡ ୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ଭାରତୀୟ ରେଳବାଇ

August 22, 2025
Latest News

ସୁଲଭ ମୂଲ୍ୟର ବ୍ରଡବ୍ୟାଣ୍ଡ, ୟୁପିଆଇ ଏବଂ ଡିଜିଟାଲ ପ୍ରଶାସନ କ୍ଷେତ୍ରରେ ଭାରତର ପ୍ରଗତି

August 22, 2025

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ୧୯ତମ ସଂସ୍କରଣ ଆରମ୍ଭ

August 22, 2025

ଓଡ଼ିଶାରେ ଉତ୍ପାଦିତ ମାଣ୍ଡିଆର ବିଶେଷ ଚାହିଦା

August 22, 2025

ରେକର୍ଡ ୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ଭାରତୀୟ ରେଳବାଇ

August 22, 2025

ସେପ୍ଟେମ୍ବର ୧୮ ରୁ ଆରମ୍ଭ ହେବ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ 

August 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.