Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସତର୍କତା : 24 ଘଣ୍ଟା ମଧ୍ୟରେ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ
ଆଜିର ଖବର

କରୋନା ସତର୍କତା : 24 ଘଣ୍ଟା ମଧ୍ୟରେ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : କରୋନା ସତର୍କତା ପାଇଁ ଆଜି ଠାରୁ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ହଷ୍ଟେଲ ଖାଲି କରିବାକୁ ପିଜି କାଉନସିଲ୍‌ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ମିଡ୍‌ ସେମିଷ୍ଟାର ପରୀକ୍ଷାକୁ ବି ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ବିଶ୍ୱବିଦ୍ୟାଳୟର ଛାତ୍ରାବାସରୁ ଯେଉଁ ଛାତ୍ରଛାତ୍ରୀଙ୍କୁ ଯିବା ପାଇଁ ଚାଁହୁଛନ୍ତି ସେମାନେ ହଷ୍ଟେଲ ଛାଡି ଯାଇପାରିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏବଂ ଯେଉଁ ବିଭାଗ ଗୁଡିକର ମିଡ଼ ସେମିଷ୍ଟାର ରହିଛି, ସେସବୁ ଗୁଡିକର 31 ମାର୍ଚ୍ଚ ପରେ ନିଷ୍ପତ୍ତି ନିଆଯିବ । କରୋନା ଭାଇରସ କାରଣରୁ ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଓ ମେସଗୁଡିକୁ ବନ୍ଦ କରିବା ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ, ରାଜ୍ୟର ପ୍ରଥମ କରୋନା ରୋଗୀ ଭୁବନେଶ୍ବରରୁ ଚିହ୍ନଟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.