Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ 2 କୋରୋନା ସନ୍ଦିଗ୍ଧ : ପାରାଦୀପରେ 144 ଧାରା ଜାରି
ଆଜିର ଖବର

ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ 2 କୋରୋନା ସନ୍ଦିଗ୍ଧ : ପାରାଦୀପରେ 144 ଧାରା ଜାରି

March 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
ପାରାଦୀପ : ଜଗତସିଂହପୁରର ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୁଇ ଜଣ କୋରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିବା ନେଇ ଆଶଙ୍କା କରାଯାଉଛି । ଉଭୟ ରୋଗୀ ଦୀର୍ଘଦିନ ହେବ ଥଣ୍ଡା ଜ୍ବରରେ ପୀଡିତ ଥିଲେ । ସନ୍ଦିଗ୍ଧଙ୍କ ମଧ୍ୟରୁ ଜଣେ ସାଉଦି ଆରବ ଗସ୍ତ କରିଥିବା ବେଳେ ଅନ୍ୟ ଜଣେ ବ୍ୟକ୍ତି ଦିଲ୍ଲୀରୁ ଫେରିଥିବା ନେଇ ସୂଚନା ମିଳିଛି । ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜିଲ୍ଲା ଚିକିତ୍ସା ଅଧିକାରୀଙ୍କ ସହିତ ସମ୍ପର୍କ କରାଯିବା ପରେ ଏକ ସ୍ବତନ୍ତ୍ର ଗାଡି ଯୋଗେ ଉଭୟଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଡାକ୍ତରଖାନା କର୍ତ୍ତୃପକ୍ଷ ଉଭୟ ରୋଗୀଙ୍କ ପରିଚୟ ଗୋପନ ରଖିଛନ୍ତି । ଉଭୟ ଯୁବକଙ୍କ ମଧ୍ୟରୁ ଜଣେ ହେଉଛନ୍ତି କେନ୍ଦ୍ରାପଡା ଅଞ୍ଚଳର । କେନ୍ଦ୍ରାପଡାର ଗରଦପୁର ବ୍ଲକ୍‌ ଅନ୍ତର୍ଗତ ତେଣ୍ଟାକୁଡା ଅଞ୍ଚଳର ଯୁବକ ଜଣକ ଫେବୃୟାରୀ 24 ତାରିଖରେ ସାଉଦି ଆରବରୁ ଫେରିଥିଲେ । ସେହିପରି ଅନ୍ୟ ଜଣେ ସନ୍ଦିଗ୍ଧ ତିର୍ତ୍ତୋଲ କଟରା ହାଜିନଗର ଅଞ୍ଚଳର 35 ବର୍ଷୀୟ ଯୁବକ ଚଳିତ ମାର୍ଚ୍ଚ 11 ତାରିଖରେ ଦିଲ୍ଲୀରୁ ଫେରିଥିଲେ । ଏହି ଘଟଣା ପରେ ପାରାଦୀପରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ 144 ଧାରା ଜାରି କରାଯାଇଛି ।

corona paradip
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.