Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଭୟ : ମାଟ୍ରିକ୍‌ ଖାତା ଦେଖା ପାଇଁ ଜାରି ହେଲା କଟକଣା
ଆଜିର ଖବର

କରୋନା ଭୟ : ମାଟ୍ରିକ୍‌ ଖାତା ଦେଖା ପାଇଁ ଜାରି ହେଲା କଟକଣା

March 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର:  ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ସରିଯାଇଛି। ଏବେ ପାଳି ଖାତା ମୂଲ୍ୟାୟନର। କିନ୍ତୁ କରୋନା ଯୋଗୁଁ ଏନେଇ ମଧ୍ୟ କଟକଣା ଜାରି କରାଯାଇଛି । କରୋନା ପାଇଁ ମାଟ୍ରିକ୍ ଖାତା ମୂଲ୍ୟାୟନ ବେଳେ କିପରି ସତର୍କତା ଅବଲମ୍ବନ କରିବ, ସେ ନେଇ ସବୁ ଡିଇଓ, ବିଇଓ ଓ ଚିଫ୍ ଏକ୍‌ଜାମିନରଙ୍କୁ ଭିଡିଓ କନଫରେନସିଂ ଜରିଆରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ପରୀକ୍ଷା କେନ୍ଦ୍ରରେ ଗହଳି ରୋକିବାକୁ ସବଜେକ୍ଟ ଓ୍ୱାଇଜ୍ ଖାତା ଦେଖା ହେବ। ତିନୋଟି ପର୍ଯ୍ୟାୟରେ ଖାତା ଦେଖା ହେବ ବୋଲି ନିର୍ଦ୍ଦେଶ ରହିଛି । ସକାଳ 8ଟା 30ରୁ ଅପରାହ୍ନ 4ଟା 30 ଯାଏଁ ଖାତା ଦେଖା ହେବ । ସେହିପରି ଖାତା ମୂଲ୍ୟାୟନକାରୀମାନେ ସାନିଟାଇଜର୍‌ ବ୍ୟବହାର କରିବା ସହ ନିଜ ମଧ୍ୟରେ ଦୂରତା ରକ୍ଷା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ମାର୍ଚ୍ଚ 19ରୁ ଏପ୍ରିଲ୍‌ 10 ତାରିଖ ଯାଏଁ ରାଜ୍ୟରେ ଖାତା ଦେଖା ଚାଲିବ । ରାଜ୍ୟର 61ଟି ମୂଲ୍ୟାୟନ କେନ୍ଦ୍ରରେ 16 ହଜାର ମୂଲ୍ୟାୟନକାରୀଏହି କାର୍ଯ୍ୟରେ ନିୟୋଜିତ ହେବେ । ରାଜ୍ୟ ସରକାର କରୋନା ନେଇ ବେଶ୍‌ କଡା ପଦକ୍ଷେପ ଗ୍ରହଣ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.