Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରୋନା ପଜିଟିଭ୍‌ ଜଣା ପଡିଲେ ଯବାନ୍‌ : ସମରାଭ୍ୟାସ ବନ୍ଦ ରଖିଲା ଭାରତୀୟ ସେନା
ଆଜିର ଖବର

କୋରୋନା ପଜିଟିଭ୍‌ ଜଣା ପଡିଲେ ଯବାନ୍‌ : ସମରାଭ୍ୟାସ ବନ୍ଦ ରଖିଲା ଭାରତୀୟ ସେନା

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜଣେ ଭାରତୀୟ ଯବାନ କୋରୋନାରେ ଆକ୍ରାନ୍ତ ରହିଥିବା ଜଣା ପଡିବା ପରେ ଭାରତୀୟ ସେନା ପକ୍ଷରୁ କୋରୋନା ବିପକ୍ଷରେ ଯୁଦ୍ଧ ଘୋଷଣା କରାଯାଇଛି । ସମସ୍ତ ବୈଠକ ଏବଂ ସମରାଭ୍ୟାସକୁ ତୁରନ୍ତ ସ୍ଥଗିତ ରଖିବା ପାଇଁ ଭାରତୀୟ ସେନା ପକ୍ଷରୁ ଘୋଷଣା କରାଯାଇଛି । ବୁଧବାର ସେନା ମୁଖ୍ୟାଳୟ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହା ସହିତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ମଧ୍ୟ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସଂକ୍ରମିତ ଯବାନଙ୍କ ସଂସ୍ପର୍ଶରେ ଆସିଥିବା ପ୍ରାୟ 4 ହଜାର ଯବାନଙ୍କୁ କ୍ବାରାଣ୍ଟାଇନ୍‌ ପାଇଁ ଆଇସୋଲେସନ୍‌ରେ ରଖାଯିବ । ଉଲ୍ଲେଖଯୋଗ୍ୟ ଯେ ଭାରତରେ ସମୁଦାୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 147ରେ ପହଞ୍ଚିଛି । (ଏଜେନ୍ସି)

army corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026
Latest News

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.