Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପାଇଁ ପରୀକ୍ଷା ଓ ଖାତାଦେଖା ଉପରେ ସ୍ଥଗିତାଦେଶ ଜାରି କଲା ୟୁଜିସି
ଆଜିର ଖବର

କରୋନା ପାଇଁ ପରୀକ୍ଷା ଓ ଖାତାଦେଖା ଉପରେ ସ୍ଥଗିତାଦେଶ ଜାରି କଲା ୟୁଜିସି

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବାବେଳେ ସରକାର ଏନେଇ ବେଶ୍‌ ସତର୍କ ରହିଛନ୍ତି । ଏହି କ୍ରମରେ କରୋନାକୁ ଦୃଷ୍ଟିରେ ରଖି ୟୁଜିସି ଆଜି ନୂଆ ନିର୍ଦ୍ଦେଶନାମା ଜାରି କରିଛି। ୟୁଜିସି ଅଧୀନରେ ଥିବା ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ଗୁଡ଼ିକୁ ମାର୍ଚ୍ଚ 31 ଯାଏଁ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶନାମାରେ କୁହାଯାଇଛି। ସେହିପରି ମାର୍ଚ୍ଚ 31 ପର୍ଯ୍ୟନ୍ତ କୌଣସି ପ୍ରକାରର ଖାତା ଦେଖା କାର୍ଯ୍ୟ ମଧ୍ୟ ଚାଲିପାରିବ ନାହିଁ। ବିଶ୍ୱବିଦ୍ୟାଳୟ ଓ କଲେଜ ଗୁଡ଼ିକ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ।  ଦେଶରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ନୂଆ ପରୀକ୍ଷା ତାରିଖ ଓ ଖାତା ଦେଖା ଉପରେ ନିଷ୍ପତ୍ତି ନିଆଯିବ ବୋଲି କମିଶନ ପକ୍ଷରୁ କୁହାଯାଇଛି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଶୁଭ ମୂହୁର୍ତ୍ତରେ ବିସର୍ଜନ କଲେ ମିଳିବ ବପ୍ପାଙ୍କ ଆଶୀର୍ବାଦ!: ଜାଣନ୍ତୁ ତାରିଖ ଓ ସମୟ

August 28, 2025

ପୁଣି ଭାରତକୁ ଚେତାବନୀ ଦେଲେ ଟ୍ରମ୍ଫଙ୍କ ପରାମର୍ଶଦାତା, ଜାଣନ୍ତୁ କ’ଣ କହିଲେ?

August 28, 2025

୧୧ ବର୍ଷ ମଧ୍ୟରେ ଜନଧନ ଖାତାରେ ମୋଟ ଜମା ରାଶି ୨.୬୮ ଲକ୍ଷ କୋଟି: କେନ୍ଦ୍ର ଅର୍ଥମନ୍ତ୍ରୀ

August 28, 2025

ବିଶ୍ୱ ଚାମ୍ପିଅନସିପ: ଚମତ୍କାର ପ୍ରତ୍ୟାବର୍ତ୍ତନ କରି ପ୍ରି-କ୍ୱାର୍ଟରଫାଇନାଲରେ ପହଞ୍ଚିଲେ ପିଭି ସିନ୍ଧୁ

August 28, 2025
Latest News

ଶୁଭ ମୂହୁର୍ତ୍ତରେ ବିସର୍ଜନ କଲେ ମିଳିବ ବପ୍ପାଙ୍କ ଆଶୀର୍ବାଦ!: ଜାଣନ୍ତୁ ତାରିଖ ଓ ସମୟ

August 28, 2025

ପୁଣି ଭାରତକୁ ଚେତାବନୀ ଦେଲେ ଟ୍ରମ୍ଫଙ୍କ ପରାମର୍ଶଦାତା, ଜାଣନ୍ତୁ କ’ଣ କହିଲେ?

August 28, 2025

୧୧ ବର୍ଷ ମଧ୍ୟରେ ଜନଧନ ଖାତାରେ ମୋଟ ଜମା ରାଶି ୨.୬୮ ଲକ୍ଷ କୋଟି: କେନ୍ଦ୍ର ଅର୍ଥମନ୍ତ୍ରୀ

August 28, 2025

ବିଶ୍ୱ ଚାମ୍ପିଅନସିପ: ଚମତ୍କାର ପ୍ରତ୍ୟାବର୍ତ୍ତନ କରି ପ୍ରି-କ୍ୱାର୍ଟରଫାଇନାଲରେ ପହଞ୍ଚିଲେ ପିଭି ସିନ୍ଧୁ

August 28, 2025

ନୂଆଁଖାଇ ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.