Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କୋଭିଡ୍‌ 19 : ବିଦେଶରେ ପ୍ରାଣ ହରାଇଛନ୍ତି 3 ଭାରତୀୟ
ଅନ୍ତରାଷ୍ଟ୍ରୀୟ

କୋଭିଡ୍‌ 19 : ବିଦେଶରେ ପ୍ରାଣ ହରାଇଛନ୍ତି 3 ଭାରତୀୟ

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ ପ୍ରଭାବରେ ବିଦେଶରେ ତିନି ଭାରତୀୟ ପ୍ରାଣ ହରାଇଛନ୍ତି । 25 ଶହରୁ ଅଧିକ ଭାରତୀୟଙ୍କୁ କେନ୍ଦ୍ର ସରକାର ଦେଶକୁ ଆଣିଥିବା ବେଳେ ତିନି ଭାରତୀୟ ବିଦେଶରେ ପ୍ରାଣ ହରାଇଛନ୍ତି । ଉହାନ୍‌ ପ୍ରଦେଶରୁ ସୃଷ୍ଟ ଏହି ଭାଇରସ୍‌ ପ୍ରଭାବରେ ସମଗ୍ର ବିଶ୍ବରେ 15 ହଜାର 300 ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ତିନି ମୃତକଙ୍କ ମଧ୍ୟରୁ ଜଣେ ସ୍ବିଡେନ୍‌ରେ, ଜଣେ ଇରାନ୍‌ରେ ଏବଂ ଜଣେ ଇଜିପ୍ଟରେ ପ୍ରାଣ ହରାଇଛନ୍ତି । ସ୍ବିଡେନ୍‌ରେ କରୋନା ଆକ୍ରାନ୍ତ ତାମିଲନାଡୁ ଯୁବକ ଆତ୍ମହତ୍ୟା କରିଥିବା ବେଳେ ଇରାନ୍‌ରେ 61 ବର୍ଷୀୟ ଜଣେ ଲଦାଖ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ସେହିପରି ଇଜିପ୍ଟରେ ଜଣେ 45 ବର୍ଷୀୟ ଭାରତୀୟ ଯୁବକ ପ୍ରାଣ ହରାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ବର୍ତ୍ତମାନ ଭାରତ ସରକାରଙ୍କ ପକ୍ଷରୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବାତିଲ କରାଯାଇଥିବା ବେଳେ 255 ଜଣ ଭାରତୀୟ ବିଦେଶରେ ରହିଛନ୍ତି । (ଏଜେନ୍ସି)

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026
Latest News

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.