Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରଦାତାଙ୍କୁ ରିହାତି : ଆୟକର ଦାଖଲ ସମୟସୀମା ଜୁନ୍‌ 30କୁ ବୃଦ୍ଧି
ଆଜିର ଖବର

କରଦାତାଙ୍କୁ ରିହାତି : ଆୟକର ଦାଖଲ ସମୟସୀମା ଜୁନ୍‌ 30କୁ ବୃଦ୍ଧି

March 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସମଗ୍ର ଦେଶ ବର୍ତ୍ତମାନ କରୋନା ଭାଇରସ୍‌ ପ୍ରଭାବରେ ଅଚଳ ହୋଇଥିବା ବେଳେ ଦେଶରେ ଲକ୍‌ଡାଉନ୍‌ ଏବଂ କର୍ଫ୍ୟୁ ଜାରି ରହିଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟକର ଦାଖଲର ସମୟସୀମାରେ ବୃଦ୍ଧି ଘଟାଯାଇଛି । ସମଗ୍ର ଦେଶରେ ଜୀବନ ଯାତ୍ରା ଏକରକମ ଠପ୍‌ ହୋଇପଡିଥିବା ବେଳେ ସରକାରଙ୍କ ଏହି ଘୋଷଣା ଆୟକର ଦାଖଲ କାରୀଙ୍କମ ପାଇଁ ସାମାନ୍ୟ ଆଶ୍ବସ୍ତିର ବିଷୟ ରହିଛି । ପୂର୍ବରୁ ମାର୍ଚ୍ଚ 31, 2020 ଆୟକର ଦାଖଲର ଅନ୍ତିମ ତାରିଖ ରହିଥିବା ବେଳେ ମଙ୍ଗଳବାର ଏହାକୁ ଜୁନ୍ 30, 2020 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଘୋଷଣା କରିଛନ୍ତି । ସେହିପରି ବିଳମ୍ବରେ ଆୟକର ଦାଖଲ ପାଇଁ ସୁଧହାର 18 ପ୍ରତିଶତରୁ 9 ପ୍ରତିଶତକୁ ହ୍ରାସ କରାଯାଇଛି । (ଏଜେନ୍ସି)

INCOMETAX nirmalasitharaman
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.