Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁଦ୍ଧ ହେଲେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବ, ଏଣୁ କଥାବାର୍ତ୍ତା ହିଁ ଏକମାତ୍ର ପନ୍ଥା : ଇମ୍ରାନ ଖାଁ
ଆଜିର ଖବର

ଯୁଦ୍ଧ ହେଲେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବ, ଏଣୁ କଥାବାର୍ତ୍ତା ହିଁ ଏକମାତ୍ର ପନ୍ଥା : ଇମ୍ରାନ ଖାଁ

February 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
war will make circumstances worse, dialogue is the only way: Imran Khan
war will make circumstances worse, dialogue is the only way: Imran Khan

ବିମାନ ଆକ୍ରମଣକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବାବେଳେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶାନ୍ତି ପାଇଁ ପ୍ରସ୍ତାବ ଦେଇଛନ୍ତି । ଏପରି ସ୍ଥିତି ଜାରି ରହିଲେ ଭାରତ ଓ ପାକିସ୍ତାନର ପରିସ୍ଥିତି ଆହୁରି ଜଟିଳମୟ ହେବ, ଯାହାକୁ ସେ ନିଜେ କିମ୍ବା ନରେନ୍ଦ୍ର ମୋଦି କେହି ବି ଅଟକାଇପାରିବେ ନାହିଁ । ଆତଙ୍କବାଦୀ ବିରୁଦ୍ଧରେ ସେ କଥାବାର୍ତ୍ତା ସହ ସହଯୋଗ ପାଇଁ ରାଜି ଅଛନ୍ତି ବୋଲି କହିଛନ୍ତି ।  ଆଜି ପାକିସ୍ତାନର ଏଫ୍‌-୧୬ ଲଢୁଆ ବିମାନ ଭାରତର ବାୟୁସୀମା ନିୟନ୍ତ୍ରଣ ସୀମାରେଖା ଅତିକ୍ରମ କରିଥିବାବେଳେ ଭାରତୀୟ ବାୟୁସେନା ଏହାକୁ ନଷ୍ଟ କରିଦେଇଛି । ଏହି ବିମାନଟି ଜାମ୍ମୁ ଓ କାଶ୍ମୀରର ରାଜୌରୀ ସେକ୍ଟରରେ ପଡିଛି । ତେବେ ଭାରତ ପକ୍ଷରୁ ମଧ୍ୟ ଗୋଟିଏ ମିଗ୍‌-୨୧ ବିମାନ ଧ୍ୱଂସ ପାଇଯାଇଛି ।

imrankhan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026
Latest News

ଜାତୀୟ ଆୟୁର୍ବେଦ କଂଗ୍ରେସ ପ୍ରତିଷ୍ଠା ଦିବସ, ୨୪ ତାରିଖରେ ହେବ ପାଳନ

May 22, 2026

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.